ପୋଲିସ ନାଁରେ ଟଙ୍କା ମାଗି ଯୁବକ ଗିରଫ

ପୁରୀ ଅଫିସ,୨୩।୯: ପୋଲିସ ପରିଚୟ ଦେଇ ଟଙ୍କା ଦାବି କରିବା ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ସୋମବାର କୁମ୍ଭାରପଡ଼ା ପୋଲିସ ସମ୍ପୃକ୍ତ ଯୁବକ ଆଶିଷ କୁମାର ଦାଶଙ୍କୁ ଗିରଫ କରିଛି। ଏ ନେଇ ଥାନାରେ ଦଫା ୪୧୯, ୪୨୦, ୩୯୨ ଏବଂ ୩୮୬ରେ କେସ୍‌ ନଂ. ୨୦୯/୧୯ ରୁଜୁ ହୋଇଛି। ସୂଚନା ଅନୁଯାୟୀ, ଦାଶ ଦେବୀଘାଟର ସୂର୍ଯ୍ୟକାନ୍ତ ପୂଜାପଣ୍ଡାଙ୍କୁ ଦୁଇଟି ଫୋନ୍‌ ନମ୍ବରରୁ କଲ୍‌ କରି ଟଙ୍କା ଦାବି କରୁଥିଲେ। ସୂର୍ଯ୍ୟକାନ୍ତଙ୍କ ଅଭିଯୋଗକ୍ରମେ ପୋଲିସ ତାଙ୍କ ମୋବାଇଲ ଫୋନ୍‌ ଟ୍ରାକ୍‌ କରି ତାଙ୍କୁ ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

ସାମ୍ବାଦିକତା କ୍ଷେତ୍ରରେ ବଢୁଛି ନିଯୁକ୍ତି ସୁଯୋଗ, ଜଣେ ଭଲ ସାମ୍ବାଦିକ….

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri