ବାରମୂଳା,୭।୬: ଜମ୍ମୁ-କଶ୍ମୀର ବାରମୂଳା ଜିଲାର ସୋପେର ଅଞ୍ଚଳରେ ଏକ ପୋଲିସ ଷ୍ଟେଶନ ଉପରେ ଶୁକ୍ରବାର ଆତଙ୍କବାଦୀଙ୍କ ଦ୍ୱାରା ଗ୍ରେନେଡ୍ ମାଡ ହୋଇଛି। ଏଥିରେ ୨ ପୋଲିସକର୍ମୀ ଆହତ ହୋଇଥିବା ସୂଚନା ମିଳିଛି। ଏହାପରେ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ରଖାଯିବା ସହ ଘଟଣାର ତଦନ୍ତ ଆରମ୍ଭ କରାଯାଇଛି।
ବାରମୂଳା,୭।୬: ଜମ୍ମୁ-କଶ୍ମୀର ବାରମୂଳା ଜିଲାର ସୋପେର ଅଞ୍ଚଳରେ ଏକ ପୋଲିସ ଷ୍ଟେଶନ ଉପରେ ଶୁକ୍ରବାର ଆତଙ୍କବାଦୀଙ୍କ ଦ୍ୱାରା ଗ୍ରେନେଡ୍ ମାଡ ହୋଇଛି। ଏଥିରେ ୨ ପୋଲିସକର୍ମୀ ଆହତ ହୋଇଥିବା ସୂଚନା ମିଳିଛି। ଏହାପରେ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ରଖାଯିବା ସହ ଘଟଣାର ତଦନ୍ତ ଆରମ୍ଭ କରାଯାଇଛି।
ଭୁବନେଶ୍ବର,୬।୪: ରାଜ୍ୟରେ ଗ୍ୟାସ୍ ସଙ୍କଟକୁ ନେଇ ଚିନ୍ତାରେ ରହିଛନ୍ତି ଖାଉଟି । ଏହାରି ଭିତରେ ୫ କେଜି ଗ୍ୟାସ୍ ବିକ୍ରିକୁ ନେଇ ସ୍ପଷ୍ଟୀକରଣ ଦେଇଛନ୍ତି ଖାଦ୍ୟ ଯୋଗାଣ…
ଓ୍ବାଶିଂଟନ,୬।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଆକ୍ରମଣ ପାଇଁ ସମୟ ସୀମାକୁ – ହରମୁଜ ପ୍ରଣାଳୀକୁ ପୁନଃ ଖୋଲିବା ସମ୍ପର୍କରେ – ଆହୁରି ୨୪…
ଓ୍ବାଶିଂଟନ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ପାଇଁ ଏକ ସମୟସୀମା ଧାର୍ଯ୍ୟ କରି ଇରାନକୁ ଏକ ଅଲଟିମେଟମ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ତେହରାନ…
ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ସହିତ ବିବାଦ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ରୁଷିଆର ବୈଦେଶିକ ମନ୍ତ୍ରୀ ଲାଭରୋଭଙ୍କ ସହ ଟେଲିଫୋନ…
ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ): ଆଉ ପ୍ରାୟ ମାସକ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ମାତ୍ର ବିଡ଼ମ୍ବନାର ବିଷୟ ଏପର୍ଯ୍ୟନ୍ତ ବରଗଡ଼ ଜିଲାରେ ରହିଥିବା ବିଭିନ୍ନ ଧାନକ୍ରୟ କେନ୍ଦ୍ର(ମଣ୍ଡି)ରୁ…
ଚିକିଟି,୬ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ସମ୍ମିଳନୀ କକ୍ଷ ଗୃହରେ ଶନିବାର ଭତ୍ତା ବଣ୍ଟନ ନେଇ ବିଧାୟକ ଏବଂ ଏନ୍ଏସି ଅଧ୍ୟକ୍ଷl…
ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…
ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍…