ବାରମୂଳା,୭।୬: ଜମ୍ମୁ-କଶ୍ମୀର ବାରମୂଳା ଜିଲାର ସୋପେର ଅଞ୍ଚଳରେ ଏକ ପୋଲିସ ଷ୍ଟେଶନ ଉପରେ ଶୁକ୍ରବାର ଆତଙ୍କବାଦୀଙ୍କ ଦ୍ୱାରା ଗ୍ରେନେଡ୍ ମାଡ ହୋଇଛି। ଏଥିରେ ୨ ପୋଲିସକର୍ମୀ ଆହତ ହୋଇଥିବା ସୂଚନା ମିଳିଛି। ଏହାପରେ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ରଖାଯିବା ସହ ଘଟଣାର ତଦନ୍ତ ଆରମ୍ଭ କରାଯାଇଛି।
ବାରମୂଳା,୭।୬: ଜମ୍ମୁ-କଶ୍ମୀର ବାରମୂଳା ଜିଲାର ସୋପେର ଅଞ୍ଚଳରେ ଏକ ପୋଲିସ ଷ୍ଟେଶନ ଉପରେ ଶୁକ୍ରବାର ଆତଙ୍କବାଦୀଙ୍କ ଦ୍ୱାରା ଗ୍ରେନେଡ୍ ମାଡ ହୋଇଛି। ଏଥିରେ ୨ ପୋଲିସକର୍ମୀ ଆହତ ହୋଇଥିବା ସୂଚନା ମିଳିଛି। ଏହାପରେ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ରଖାଯିବା ସହ ଘଟଣାର ତଦନ୍ତ ଆରମ୍ଭ କରାଯାଇଛି।
ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…
ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍ ଆତଙ୍କ। ଦ୍ରୁତଗତିରେ ଏକ ଥାର୍ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…
ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍.ଏଡ଼ (ହିନ୍ଦୀ) ଓ…
ଭୁବନେଶ୍ୱର,୨୩।୫(ସୁନିତ୍ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…
କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…
କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…
ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…
ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…