ପୋଲିସ, ସ୍ବାସ୍ଥ୍ୟକର୍ମୀଙ୍କୁ ଦିଆଯିବ ହାଇଡ୍ରୋକ୍ସିକ୍ଲୋରୋକୁଇନ

ନୂଆଦିଲ୍ଲୀ,୨୩।୫: କରୋନା ସଂକ୍ରମଣ କ୍ଷେତ୍ରରେ କାମ କରୁଥିବା ଆଗଧାଡିର ଯୋଦ୍ଧାଙ୍କୁ ଏବେ ହାଇଡ୍ରୋକ୍ସିକ୍ଲୋରୋକୁଇନ ଦିଆଯିବ। କରୋନା କାର୍ଯ୍ୟରେ ସମ୍ପୃକ୍ତ ଥିବା ପୋଲିସ, ଅର୍ଦ୍ଧସାମରୀକ ବାହିନୀ ଓ ବିଭିନ୍ନ ସ୍ଥାନରେ ଠିଆ ହୋଇଥିବା କର୍ମଚାରୀଙ୍କୁ ହାଇଡ୍ରୋକ୍ସି କ୍ଲୋରୋକୁଇନ ଦିଆଯିବ। ଶୁକ୍ରବାର ସରକାର ଏହାକୁ ନେଇ ଏକ ସଂଶୋଧିତ ଆଡଭାଇଜରୀ ଜାରି କରିଛନ୍ତି। କୋଭିଡ -୧୯ ହସ୍ପିଟାଲ ବାହାରେ କାମ କରୁଥିବା ବିନା ଲକ୍ଷଣ ଥିବା ସ୍ବାସ୍ଥ୍ୟକର୍ମୀ, କଣ୍ଟେନମେଣ୍ଟ ଜୋନରେ କାମ କରୁଥିବା କର୍ମଚାରୀ, ଅର୍ଦ୍ଧସାମରୀକ ବାହିନୀର ଯବାନ, ପୋଲିସ ଓ କରୋନା କାର୍ଯ୍ୟରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଏହି ଔଷଧ ଦିଆଯିବ ବୋଲି ଉକ୍ତ ଆଡଭାଇଜରୀରେ କୁହାଯାଇଛି। ସୂଚନାଯୋଗ୍ୟ, ଏହା ପୂର୍ବରୁ ଯେଉଁ ଆଡଭାଇଜରୀ ଜାରି କରାଯାଇଥିଲା ସେଥିରେ ମଧ୍ୟ କୋଭିଡ-୧୯ ସଂକ୍ରମଣକୁ ରୋକିବାକୁ ଓ ସଂକ୍ରମିତଙ୍କୁ ଚିକିତ୍ସା କରୁଥିବା ବ୍ୟକ୍ତିଙ୍କ ପାଖରେ ଲକ୍ଷଣ ନ ଥିଲେ ମଧ୍ୟ ସେମାନଙ୍କୁ ହାଇଡ୍ରୋକ୍ସିକ୍ଲୋରୋକୁଇନ ଦିଆଯାଇପାରିବ ବୋଲି କୁହାଯାଇଥିଲା। ଏହାସହ ସଂକ୍ରମିତ ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ମଧ୍ୟ ଏହା ଦିଆଯାଇପାରିବ ବୋଲି କୁହାଯାଇଥିଲା। ସୂଚନାଯୋଗ୍ୟ, ଆଇସିଏମ୍‌ଆର୍‌, ସ୍ବାସ୍ଥ୍ୟ ମନ୍ତ୍ରଣାଳୟ, ଏମ୍ସ ଓ ନ୍ୟାଶନାଲ ସେଣ୍ଟର ଫର୍‌ ଡିଜିଜ କଣ୍ଟ୍ରୋଲ ସହିତ କିଛି ସଂସ୍ଥା ଦ୍ୱାରା କରାଯାଇଥିବା ଅଧ୍ୟୟନରୁ ଜଣାପଡିଛି କି ହାଇଡ୍ରୋକ୍ସିକ୍ଲୋରୋକୁଇନ ଖାଇବା ଦ୍ୱାରା କରୋନା ସଂକ୍ରମଣର ଆଶଙ୍କା କମ୍‌ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

ଭୁବନେଶ୍ୱର, ଝାରସୁଗୁଡ଼ା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌

ଢେଙ୍କାନାଳ,୩୧।୮(ରତନ ନାୟାର): ଭୁବନେଶ୍ୱର, ଝାରସୁଗୁଡା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌। ସୋମବାର ସ୍ଥାନୀୟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନିକଟରେ ଖାଦ୍ୟ, ଯୋଗାଣ ଓ ଖାଉଟି…

ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି

ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି…

କନ୍ୟା ରାଶିରେ ବୁଧଙ୍କ ଗୋଚର: ୭ ସେପ୍ଟେମ୍ବରରୁ ଏହି ୫ ରାଶିଙ୍କ ଖୋଲିବ ଉନ୍ନତିର ରାସ୍ତା, ବଢ଼ିବ…

ବୈଦିକ ଜ୍ୟୋତିଷରେ ବୁଧଙ୍କୁ ବୁଦ୍ଧି, ବାଣୀ, ତର୍କ, ଗଣନା, ବ୍ୟବସାୟ ଓ ଯୋଗାଯୋଗର କାରକ ଗ୍ରହ ଭାବେ ମାନାଯାଏ। ତେଣୁ ବୁଧଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଜାତକଙ୍କ…

ବନ୍ୟା ସ୍ରୋତରେ ଭାସିଗଲେ: ଜଣେ ଉଦ୍ଧାର, ଜଣେ ନିଖୋଜ

ପଟ୍ଟାମୁଣ୍ଡାଇ୩୧।୮(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ କୋଳଥିଆ ବ୍ରାହ୍ମଣ ସାହି ଘୋଷରା ନିକଟ ଘାଇରେ ଘଟିଛି ଏକ ଦୁଃଖଦ ଘଟଣା। ବନ୍ୟା ସ୍ରୋତରେ ଦୁଇଜଣ…

୫ ସେପ୍ଟେମ୍ବର CJP ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ବଢିଲା ସରକାରଙ୍କ ଚିନ୍ତା, ଖୁସିହେଲେ ଦୀପକେ

ନୂଆଦିଲ୍ଲୀ,୩୧।୮: କକରୋଚ ଜନତା ପାର୍ଟି (CJP) ପକ୍ଷରୁ ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ପୁଣି ଏକ ବିରୋଧ ମାର୍ଚ୍ଚ ଆୟୋଜନ କରାଯିବାକୁ ଘୋଷଣା ହୋଇଛି। ଏହି ପ୍ରସ୍ତାବିତ…

ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri