ପୋଲିସ ହାଜତରେ ମୃତ୍ୟୁ ହୋଇନି: ସରକାର

କଟକ ଅଫିସ୍‌,୧୨।୧: ପୁରୀ ବାସେଳିସାହି ଥାନା ହାଜତରେ ଅଭିଯୁକ୍ତ କେ. ରମେଶ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ସୋମବାର ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ଏଥିସହିତ ପୋଷ୍ଟମର୍ଟମ ରିପୋର୍ଟ ମଧ୍ୟ ଦାଖଲ କରିଛନ୍ତି। ରମେଶଙ୍କ ହାଜତରେ ମୃତ୍ୟୁ ହୋଇନାହିଁ ବୋଲି ସରକାର ସତ୍ୟପାଠରେ ଊଲ୍ଲେଖ କରିଛନ୍ତି। ଅପରପକ୍ଷରେ ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୨୨ରେ ହେବ। ସେହିଦିନ ଷ୍ଟାଟସ ରିପୋର୍ଟ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ପୁରୀର ଆଇନଜୀବୀ ଶରତ କୁମାର ରାୟଗୁରୁ ଏକ ଜନସ୍ବାର୍ଥ ମାମଲା ରୁଜୁ କରିଥିଲେ। ଏଥିରେ ସେ ହାଜତ ମୃତ୍ୟୁ ଘଟଣାର ତଦନ୍ତ ହାଇକୋର୍ଟଙ୍କ ତତ୍ତ୍ୱାବଧାନରେ କରିବା ସହ ଅଭିଯୁକ୍ତ ପୋଲିସ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଏବଂ ମୃତକଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ ନିମନ୍ତେ ନିର୍ଦ୍ଦେଶ ଦେବାକୁ ଆବେଦନ କରିଛନ୍ତି। ପ୍ରକାଶ ଯେ, ଗତ ନଭେମ୍ବର ୧୮ରେ ବାସେଳିସାହି ଥାନାରେ ପୋଲିସ ମାଡ଼ରେ ଲୋକନାଥ ରୋଡ୍‌ ଅଞ୍ଚଳର ରମେଶଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri