ରାଇରଙ୍ଗପୁର,୧୫ା୧(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁରସ୍ଥିତ ଜଣେ ପୋଷ୍ଟାଲ ଇନ୍ସପେକ୍ଟର ଲାଞ୍ଚ ମାମଲାରେ ସିବିଆଇ ଦ୍ୱାରା ମଙ୍ଗଳବାର ଗିରଫ ହୋଇଥିବା ଜଣାପଡ଼ିଛି। ଭୁବନେଶ୍ୱର ସିବିଆଇ ଅଫିସର ଏକ ୮ ଜଣିଆ ଟିମ୍ ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ଜାମବଣି ଗ୍ରାମସ୍ଥିତ ସମ୍ପୃକ୍ତ ପୋଷ୍ଟାଲ ଇନ୍ସପେକ୍ଟରଙ୍କ ବାସଭବନ ଓ ଟାଉନଥାନା ଅନ୍ତର୍ଗତ ଇଚିଣ୍ଡା ଗ୍ରାମରେ ଥିବା ତାଙ୍କ ଶ୍ୱଶୁର ଘରେ ଚଢାଉ କରିଛି। ରିପୋର୍ଟ ଲେଖା ହେବା ବେଳକୁ ଚଢାଉ ଜାରି ରହିଥିବାରୁ ସବିଶେଷ ତଥ୍ୟ ହସ୍ତଗତ ହୋଇପାରି ନାହିଁ।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…
ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…
କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ
ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…
ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…
ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…
ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା
ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…
ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ
କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…
କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…
ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…
ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…
ଛତ୍ରପୁର,୨ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…
ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା
ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…
Archives

