ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିଲେ ସୁଦ୍ଧା ହେଉନି ବିଲ୍‌: କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପାତ୍ର

ଗଞ୍ଜାମ,୪।୩(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅଧୀନ ବିଭିନ୍ନ ଓ୍ବାର୍ଡରେ ପ୍ରକଳ୍ପ ନିର୍ମାଣ ସମ୍ପୂର୍ଣ୍ଣ ହୋଇଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ ବିଲ୍‌ ପ୍ରଦାନ କରାଯାଇନାହିଁ। ଏ ନେଇ ଠିକାଦାରଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିବା ବେଳେ ବୁଧବାର ତୁରନ୍ତ ବିଲ୍‌ ପ୍ରଦାନ ଲାଗି ଠିକାଦାର ସଂଘ ପକ୍ଷରୁ ଏକ ଦାବିପତ୍ର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଏ ସମ୍ପର୍କରେ ଛତ୍ରପୁର ଉପଜିଲାପାଳଙ୍କୁ ଅବଗତ କରାଯାଇଛି। ତେବେ ଆସନ୍ତା ୭ ଦିନ ମଧ୍ୟରେ ବକେୟା ବିଲ୍‌ ପ୍ରଦାନ କରା ନ ଗଲେ ଠିକାଦାରମାନେ ଏନ୍‌ଏସି କାର୍ଯ୍ୟାଳୟରେ ଧାରଣା ଦେବେ ବୋଲି ଚେତାବନୀ ଦେଇଛନ୍ତି। ଏହି ସମୟରେ ଠିକାଦାରଙ୍କ ମଧ୍ୟରେ ଗିରିଜା ଶଙ୍କର ମହାପାତ୍ର, ପୂର୍ଣ୍ଣଚନ୍ଦ୍ର ଦଳାଇ, ମନୋଜ କୁମାର ସାହୁ, ସୁରେଶ ଚନ୍ଦ୍ର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri