ପ୍ରକାଶ ପାଇଲା ଓଜେଇଇ ପରୀକ୍ଷାଫଳ, ଜାଣନ୍ତୁ କିଏ ହେଲେ ଟପ୍ପର…

ଭୁବନେଶ୍ୱର,୧୯।୬(ବ୍ୟୁରୋ): ପ୍ରକାଶ ପାଇଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ପରୀକ୍ଷାଫଳ। ବୁଧବାର ଏହି ପରୀକ୍ଷାଫଳ ଘୋଷଣା କରାଯାଇଛି। ଛାତ୍ରୀଛାତ୍ରମାନେ www.ojee.nic.in ରେ ସେମାନଙ୍କ ରେଜଲ୍ଟ ଜାଣିପାରିବେ।

ଟପ୍ପର ତାଲିକା:
-ଏମ୍‌ବିଏ: ପ୍ରଦୀପ କୁମାର କମ୍ପ
-ଏମ୍‌ସିଏ: ସ୍ମିତାରାଣୀ ଚୌଧୁରୀ
-ଏମ୍‌ଟେକ୍‌: ପ୍ରଦୀପ କୁମାର ବାରିକ
-ଏମ୍‌ ଫାର୍ମା: ଅତ୍ୟୁର୍ମିଲା ଚକ୍ରବର୍ତ୍ତୀ
-ବି ଫାର୍ମା: ସମୀର କୁମାର ପାଢ଼ୀ
-ଲାଟେରାଲ ଏଣ୍ଟ୍ରୀ ଫାର୍ମାସି: ଅମିତ କୋଟାଲ
-ଲାଟେରାଲ ଏଣ୍ଟ୍ର ବିଏସ୍‌ସି: ଭବାନୀ ଶଙ୍କର ବେହେରା
-ଇଣ୍ଟିଗ୍ରେଟେଡ୍‌ ଏମବିଏ: ସ୍ବୀକୃତି ମହାପାତ୍ର
-ଲାଟେରାଲ ଏଣ୍ଟ୍ରି ଏମ୍‌ସିଏ: ସୁମନ୍ତ ପାତ୍ର

ସୂଚନାଯୋଗ୍ୟ, ଚଳିତ ବର୍ଷ ଅଫ୍‌ଲାଇନ୍‌ରେ ୨୫ହଜାର ୭୩୧ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ଅନ୍‌ଲାଇନ୍‌ରେ ୧୩ହଜାର ୯୧୮ଜଣ ପରୀକ୍ଷା ଦେଇଥିଲେ। ତେବେ ୬ଜଣଙ୍କୁ ଛାଡ଼ି ଦେଲେ ଆଉ ସମସ୍ତ ପରୀକ୍ଷାର୍ଥୀଙ୍କୁ ର଼୍ୟାଙ୍କ ମିଳିଛି। ର଼୍ୟାଙ୍କ ପାଇ ନ ଥିବା ଛାତ୍ରୀଛାତ୍ର ପରୀକ୍ଷାରେ କୌଣସି ପ୍ରଶ୍ନର ଉତ୍ତର ଦେଇ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri