ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ଗଞ୍ଜାମ ଜିଲାରେ ପାସହାର ୭୨ %

ବ୍ରହ୍ମପୁର ଅଫିସ,୨୧ା୫: ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଗଞ୍ଜାମ ଜିଲାରେ ପାସ ହାର ୭୧.୮୫% ରହିଛି। ଜିଲାରେ ମୋଟ ୪୮ ହଜାର ୭୭୭ ଛାତ୍ରୀଛାତ୍ର ପରୀକ୍ଷା ଦେବା ପାଇଁ ଫର୍ମ ପୂରଣ କରିଥିଲେ। ସେଥିରୁ ୪୭୧ ଜଣ ଅନୁପସ୍ଥିତ ଥିବା ବେଳେ ୪୮ ହଜାର ୩୦୬ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧୦ଜଣ ମାଲ ପ୍ରାକ୍ଟିସ ଯୋଗୁ ଧରା ପଡ଼ିଥିଲେ। ତେବେ ଜିଲାରେ ଚଳିତ ବର୍ଷ ୩୪ ହଜାର ୭୦୩ ଛାତ୍ରୀଛାତ୍ର ପାସ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧୭ ହଜାର ୬୫ ଛାତ୍ର ଥିବା ବେଳେ ୧୭ ହଜାର ୬୩୮ ଜଣ ଛାତ୍ରୀ ଅଛନ୍ତି। ଏ-୧ ଗ୍ରେଡ୍‌ରେ ୧୨୭ ଜଣ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ଏ-୨ ଗ୍ରେଡ୍‌ରେ ୧୦୦୪, ବି-୧ ଗ୍ରେଡରେ ୨୨୩୮, ବି-୨ ଗ୍ରେଡ୍‌ରେ ୩୯୨୬, ସି ଗ୍ରେଡରେ ୬୫୧୨, ଡି ଗ୍ରେଡରେ ୧୦୧୬୨, ଇ ଗ୍ରେଡରେ ୧୦୬୯୧ ଏବଂ ଏଫ୍‌ ଗ୍ରେଡରେ ୧୩୫୯୩ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି।
ସେହିଭଳି ୨୫୬୨ ଜଣ ଏକ୍ସ ରେଗୁଲାର ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧୧୨୨ ଜଣ ପାସ କରିଛନ୍ତି। ମୋଟ ପାସ ହାର ୪୩.୮୦ ପ୍ରତିଶତ ରହିଛି। ଏ-୧ ଗ୍ରେଡ୍‌ରେ ଜଣେ, ବି-୨ ଗ୍ରେଡ୍‌ରେ ୪ ଜଣ, ସି- ଗ୍ରେଡରେ ୩୫, ଡି-ରେ ୨୫୮, ଇ-ରେ ୮୧୦ ଏବଂ ଏଫ୍‌ରେ ୧୪୩୬ ଜଣ ପାସ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

ଯୁବ ବିଜେଡି ଜିଲା ସଭାପତିଙ୍କ ଘରକୁ ଗୁଳି

ସୋନପୁର/ବିନିକା,୨୧।୬ (ମୃତ୍ୟୁଞ୍ଜୟ ଶତପଥୀ/ରାମଗୋପାଳ ବାଘ): ସୁବର୍ଣ୍ଣପୁର ଯୁବ ବିଜେଡି ଜିଲା ସଭାପତି ତଥା ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦଙ୍କ ଘର ଓ କାରକୁ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଛତ୍ରପୁର, ୨୧।୬ (ଦିଲ୍ଲୀପ ସାମଲ): ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ।ଭାରତୀୟ ଯୋଗ ସଂସ୍ଥାନ, ଏହି ଉପଲକ୍ଷେ ନୂଆଦିଲ୍ଲୀ ଛତ୍ରପୁର ଶାଖା ପକ୍ଷରୁ ସ୍ଥାନୀୟ ଷ୍ଟାଡିଅମ ପରିସରସ୍ଥ…

ବିପଦସଙ୍କୁଳ ବାଉଁଶ ଚାରା ଭରସାରେ ହଜାର ହଜାର ଲୋକ; ଧାମନଗରଦଶରଥପୁର ବୈତରଣୀ ସେତୁ ଏବେ ବି ଅଧପନ୍ତରିଆ

ତିହିଡ଼ି,୨୧।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଓ ଯାଜପୁର ଜିଲାର ଦଶରଥପୁର ବ୍ଲକର ସମେତ ପଡୋଶୀ ତିହିଡି ବ୍ଲକର ସାଧାରଣ ଲୋକଙ୍କ ଦୀର୍ଘଦିନର ସ୍ବପ୍ନ ଥିଲା…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri