Posted inଜାତୀୟ

ପ୍ରଜ୍ଞାଙ୍କ ନାମାଙ୍କନ ରଦ୍ଦ ପାଇଁ ଦାବି କଲେ ମାୟାବତୀ

ଭୋପାଳ,୨୨।୪: ଭୋପାଳରୁ ଭାଜପାର ଲୋକ ସଭା ପ୍ରାର୍ଥୀ ହୋଇଥିବା ସ୍ବାଧୀ ପ୍ରଜ୍ଞା ସିଂ ଠାକୁର ବାବରି ମସଜିଦ୍‌ ସହିତ ମୁମ୍ବାଇ ଏଟିଏସ୍‌ ମୁଖ୍ୟ ଶହୀଦ୍‌ ହେମନ୍ତ କରକାରେଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଏହାକୁ ନେଇ ବିଏସ୍‌ପି ମୁଖ୍ୟ ମାୟାବତୀ ପ୍ରଜ୍ଞାଙ୍କୁ ଟାର୍ଗେଟ୍‌ କରିଛନ୍ତି। ଟୁଇଟ୍‌ କରି ତାଙ୍କର ନାମାଙ୍କନ ରଦ୍ଦ ପାଇଁ ସେ ଦାବି କରିଛନ୍ତି। ତେବେ ପ୍ରଜ୍ଞା ଏପର୍ଯ୍ୟନ୍ତ ନାମାଙ୍କନ ଦାଖଲ କରି ନାହାଁନ୍ତି। ପ୍ରଜ୍ଞା ମାଲେଗାଓଁ ବିସ୍ଫୋରଣରେ ଅଭିଯୁକ୍ତ ଥିଲେ ତାଙ୍କ ଭଳି ଜଣେ ଅପରାଧୀଙ୍କୁ ଭାଜପା ଟିକେଟ ଦେବାକୁ ମାୟାବତୀ ନିନ୍ଦା କରିଛନ୍ତି। ସେହିପରି ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଉମର ଅବଦୁଲା ଭାଜପା ଜଣେ ଆତଙ୍କବାଦୀଙ୍କୁ ନିର୍ବାଚନ ମଇଦାନରେ ଲଢ଼ିବାର ସୁଯୋଗ ଦେଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ବିଶା ଶର୍ମା ମାମଲାର ସୁପ୍ରିମକୋର୍ଟରେ ଶୁଣାଣି, CJI କହିଲେ ଆମେ ଦୁଃଖିତ ଯେ…

ନୂଆଦିଲ୍ଲୀ,୨୫।୫: ସୋମବାର (୨୫ ମଇ, ୨୦୨୬) ଭୋପାଳରେ ଟ୍ବିଶା ଶର୍ମା ମାମଲାର ଶୁଣାଣି ସମୟରେ, ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ (CJI) ମତ ଦେଇଥିଲେ ଯେ ମୃତକଙ୍କ ଶାଶୁ…

ନୂଆ ରେଳ ନିୟମ! ଟ୍ରେନ ଯାତ୍ରା ସମୟରେ ଏହି ଭୁଲ୍ ପହଞ୍ଚାଇପାରେ ଜେଲ୍

ନୂଆଦିଲ୍ଲୀ,୨୫।୫: ପ୍ରତିଦିନ, ଭାରତରେ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି । କିନ୍ତୁ ଟ୍ରେନରେ ଏପରି କିଛି ନିୟମ ରହିଛି ଯାହାକୁ ଅବମାନନା କଲେ ଜେଲ୍…

ପେଟ୍ରୋଲ-ଡିଜେଲ ମୂଲ୍ୟ ବୃଦ୍ଧି, ସାରା ଦେଶରେ କ’ଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୨୫।୫: ଭାରତ ୯୦ ପ୍ରତିଶତ ଅଶୋଧିତ ତୈଳ ଆମଦାନୀ କରେ। ଏହି ଆମଦାନୀର ଅଧିକାଂଶ ଆରବ ରାଷ୍ଟ୍ରଗୁଡ଼ିକରୁ ଆସିଥାଏ । ତଥାପି ଫେବୃଆରୀ ୨୮ ତାରିଖରୁ, ମଧ୍ୟପ୍ରାଚ୍ୟରେ…

ପେଟ୍ରୋଲ-ଡିଜେଲ ଦର ବଢିବା ପରେ କଂଗ୍ରେସ କହିଲା, ‘Inflation Man’s Extortion…’

ନୂଆଦିଲ୍ଲୀ,୨୫।୫: ଗତ ୧୦ ଦିନ ମଧ୍ୟରେ ପେଟ୍ରୋଲ ଏବଂ ଡିଜେଲର ଚତୁର୍ଥ ମୂଲ୍ୟ ବୃଦ୍ଧି ପରେ କଂଗ୍ରେସ ଦଳ ଏହାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛି। ପ୍ରଧାନମନ୍ତ୍ରୀ…

ମହାରାଷ୍ଟ୍ରରେ ଭୟଙ୍କର ସଡ଼କ ଦୁର୍ଘଟଣା, ୬ ମୃତ ଆଶଙ୍କା

ମୁମ୍ବାଇ,୨୫।୫: ବିଳମ୍ବିତ ରାତିରେ, ମହାରାଷ୍ଟ୍ରର ଧୂଲେ ତାଲୁକାର ଲାଲିଙ୍ଗ ଘାଟରେ ମୁମ୍ବାଇ-ଆଗ୍ରା ରାଜପଥରେ ତିନୋଟି ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣାରେ, ଏକ ଡମ୍ପର ଏକ ଟ୍ରକ…

ଭାଜପାର ବିଜୟକୁ ନେଇ ବର୍ଷିଲେ ଅଭିଷେକ ବାନାର୍ଜୀ !

କୋଲକାତା,୨୫।୫: ପଶ୍ଚିମବଙ୍ଗର ଫାଲଟା ବିଧାନସଭା ଆସନ ପାଇଁ ଅନୁଷ୍ଠିତ ନିର୍ବାଚନରେ, ଭାଜପାର ଦେବାଂଶୁ ପଣ୍ଡା ସିପିଆଇ(ଏମ)ର ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଶମ୍ଭୁ ନାଥ କୁର୍ମିଙ୍କୁ ୧୦୯,୦୨୧ ଭୋଟର ବିପୁଳ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପସ୍ଥିତିରେ ଟ୍ରମ୍ପ ତାଙ୍କ ସ୍ବତନ୍ତ୍ର ପ୍ରତିନିଧି ସର୍ଗିଓ ଗୋରଙ୍କୁ ଫୋନ ମାଧ୍ୟମରେ କ’ଣ ନିର୍ଦ୍ଦେଶ ଦେଇଥିଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୫: ଆମେରିକାର ସ୍ବାଧୀନତା ଘୋଷଣାର ୨୫୦ତମ ବାର୍ଷିକୀ ପାଳନ ପାଇଁ ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର ଏବଂ ଆମେରିକାର ବୈଦେଶିକ ସଚିବ…

ଭତ୍ତା ପାଇଁ ଶାଶୁଙ୍କୁ ୯ କି.ମି. ପିଠିରେ ବୋହିଲେ ବୋହୂ

ଅମ୍ବିକାପୁର,୨୫ା୫: ଛତିଶଗଡ଼ର ସୁର୍ଗୁଜା ଜିଲାରେ ଜଣେ ମହିଳା ତାଙ୍କ ୯୦ ବର୍ଷୀୟା ଶାଶୁଙ୍କ ଭତ୍ତା ଟଙ୍କା ଉଠାଇବା ପାଇଁ ପିଠିରେ ୯ କି.ମି. ବୋହି ବ୍ୟାଙ୍କକୁ ଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri