ପ୍ରତି ରବିବାର ସଫା ହେବ ମହାପୁରୁଷଙ୍କ ପ୍ରତିମୂର୍ତ୍ତି

ଭୁବନେଶ୍ୱର,୩।୮(ବ୍ୟୁରୋ): ସହରର ବିଭିନ୍ନ ଛକରେ ଥିବା ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତି ଆଉ ଅପରିଷ୍କାର ହୋଇ ପଡ଼ି ରହିବନି। ଏଣିକି ପ୍ରତି ରବିବାର ମହାପୁରୁଷଙ୍କ ମୂର୍ତ୍ତି ସଫା କରିବା ଲାଗି ଗଠନ କରାଯାଇଛି ‘ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ’। ବରିଷ୍ଠ ସାମ୍ବାଦିକ ତଥା ଅଭିଯାନର ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ଶତପଥୀଙ୍କ ନେତୃତ୍ୱରେ ଗଠନ କରାଯାଇଛି ଏହି ଅଭିଯାନ। ସବୁ ରବିବାର ସକାଳ ୮ଟା ରୁ ୧୦ଟା ଯାଏ ବିଭିନ୍ନ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ସଫା କରାଯିବ। ଶୁକ୍ରବାର ପ୍ରଥମେ ଆରମ୍ଭ କରି ଗୋପବନ୍ଧୁ ଛକରେ ଥିବା ପଣ୍ଡିତ ଗୋପବନ୍ଧୁ ଦାଶଙ୍କ ପ୍ରତିମୂର୍ତ୍ତିକୁ ସଫା କରି ସେଠାରେ ସେବତୀ ଓ ବଉଳ ଚାରା ମଧ୍ୟ ଲଗାଯାଇଛି। ଇଚ୍ଛୁକ ବ୍ୟକ୍ତିମାନେ ଆସନ୍ତା ରବିବାର ଜୟୀ ରାଜଗୁରୁଙ୍କ ପ୍ରତିମୂର୍ତ୍ତି ନିକଟରେ ସକାଳ ୮ଟା ପୂର୍ବରୁ ପହଞ୍ଚତ୍ ଶ୍ରମଦାନ କରିପାରିବେ ବୋଲି ଅଭିଯାନର ଅଧ୍ୟକ୍ଷ ଶତପଥୀ କହିଛନ୍ତି। ପ୍ରଥମ ଦିନର କାର୍ଯ୍ୟକ୍ରମରେ ସଂଯୋଜକ କିଶନ ବରାଇ, ବିଜୟ ପରିଡ଼ା, ନାରାୟଣ ଚନ୍ଦ୍ର ଓଝା, ମୋହନ ବଳିୟାରସିଂ, ବିଶ୍ୱଜିତ୍‌ ସ୍ବାଇଁ, ଅସିତ୍‌ ଦାସ, ନବକିଶୋର ପ୍ରଧାନ ପ୍ରମୁଖ କାର୍ଯ୍ୟକ୍ରମରେ ଶ୍ରମଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri