Posted inଜାତୀୟ

ପ୍ରଥମ ଗେଟ୍‌ ବନ୍ଦ, ଦୁଇ ନମ୍ବର ଗେଟ୍‌ରେ ପ୍ରବେଶ କଲେ ରାଜ୍ୟପାଳ

କୋଲକତା,୫।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ରାଜ୍ୟପାଳ ଜଗଦିପ ଧନକରଙ୍କ ମଧ୍ୟରେ ଲାଗି ରହିଥିବା ବିବାଦ ଏବେ ପୁଣିଥରେ ଦେଖିବାକୁ ମିଳିଛି। ଗୁରୁବାର ରାଜ୍ୟପାଳ ବିଧାନସଭାରେ ପହଞ୍ଚିବା ବେଳକୁ ଏହାର ପ୍ରଥମ ଗେଟ୍‌ ବନ୍ଦ ରହିଥିବା ଦେଖି ସେ ଦୁଇ ନମ୍ବର ଗେଟ୍‌ରେ ପ୍ରବେଶ କରିଥିଲେ। ତେବେ ସେଠାରେ ରାଜ୍ୟପାଳ ପହଞ୍ଚିବା ବେଳକୁ କେହି ନ ଥିବା ଓ ସେ ବୁଲିବାକୁ ଯାଇଥିବା ଲାଇବ୍ରେରୀ ବନ୍ଦ ଥିବା ଦେଖି ସ୍ପଷ୍ଟ ଅନୁମାନ କରାଯାଉଥିଲା କି ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ବିବାଦ ଥମି ନାହିଁ। ଅବଶ୍ୟ ସେ ଏହାକୁ ନେଇ ମମତାଙ୍କୁ ଟାର୍ଗେଟ କରିଥିଲେ। ରାଜ୍ୟପାଳ କହିଥିଲେ ମୁଁ ଏଠାକୁ ଏହି ଐତିହାସିକ ବିଲଡିଂ ଓ ଲାଇବ୍ରେରୀ ଦେଖିବାକୁ ଆସିଥିଲି। ଏହାର ଅର୍ଥ ନୁହେଁ ଯେ ବିଧାନସଭା ବନ୍ଦ ଥିବାରୁ ଏସବୁ ମଧ୍ୟ ବନ୍ଦ ରହିବ। ତେବେ ତାଙ୍କ ସହ ମମତା ସରକାର ଏଭଳି ଅସହଯୋଗ କରିବାକୁ ନେଇ ସେ ଗଣମାଧ୍ୟମକୁ ତାଙ୍କର ପ୍ରତିକ୍ରିୟା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

ଅକ୍ଟୋବର ୨୯ ପର୍ଯ୍ୟନ୍ତ ସାବଧାନ: ମେଷ ସମେତ ୩ ରାଶିଙ୍କ ଉପରେ ମାଡିଆସୁଛି ବଡ଼ ବିପଦ! ପାଖରୁ ପଳାଇବ ଧନ

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହଙ୍କୁ ପ୍ରେମ, ସୁଖ-ସମୃଦ୍ଧି, ଐଶ୍ୱର୍ଯ୍ୟ ଓ ଆର୍ଥିକ ସ୍ଥିତିର କାରକ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ଶୁକ୍ର ନିଜ ରାଶି ତୁଳାରେ…

୭୭ ବର୍ଷରେ ହେମାଙ୍କ ଜବରଦସ୍ତ ଡ୍ୟାନ୍ସ! ମନ ଜିଣିଲେ ଡ୍ରିମ୍‌ ଗର୍ଲ

ମୁମ୍ବାଇ,୧୩।୧୦: ବୟସ ମାତ୍ର ଏକ ସଂଖ୍ୟା! ୭୭ ବର୍ଷ ବୟସରେ ବି ନିଜ ନୃତ୍ୟର ଯାଦୁରେ ଦର୍ଶକଙ୍କ ହୃଦୟ ଜିଣୁଛନ୍ତି ବଲିଉଡ୍‌ର ଡ୍ରିମ୍‌ ଗର୍ଲ ହେମା ମାଳିନୀ…

ବୈଭବଙ୍କ ରହସ୍ୟମୟ ପୋଷ୍ଟକୁ ନେଇ ହଇଚଇ: ଦେଲେ ଏଭଳି ସଙ୍କେତ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୩।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ T20I ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ଖେଳିବାର ସୁଯୋଗ ମିଳିନାହିଁ। ଟିମ ଇଣ୍ଡିଆର ମ୍ୟାନେଜମେଣ୍ଟ ସଞ୍ଜୁ ସାମସନଙ୍କ ଉପରେ ଭରସା ଦେଖାଇଛି। ତେବେ…

୩୮ ବର୍ଷ ବୟସରେ ଟିମ୍‌ ବଦଳାଇଲେ ଏହି କ୍ରିକେଟର୍‌: ପ୍ରଥମ ମ୍ୟାଚ୍‌ରେ କଲେ ଚମତ୍କାର

ଚଣ୍ଡିଗଡ଼,୧୩।୧୦: ଭାରତୀୟ କ୍ରିକେଟ ଦଳରୁ ଦୀର୍ଘଦିନ ଧରି ବାହାରେ ଥିବା ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ରଣଜୀ ଟ୍ରଫି ୨୦୨୬-୨୭ ସରିଜ୍‌ରେ ଜବରଦସ୍ତ ଆରମ୍ଭ କରିଛନ୍ତି।…

ଦିଲ୍ଲୀରେ ସକାଳୁ ସକାଳୁ CJPର ବିକ୍ଷୋଭ; ଆଶୁତୋଷ ରଙ୍କା ଅଟକ, ସୌରଭ ଦାସ ପୋଲିସ ହେପାଜତରେ

ନୂଆଦିଲ୍ଲୀ,୧୩।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଏକ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଆଜି ସକାଳେ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?