Posted inଖେଳ

ପ୍ରଥମ ଭାରତୀୟ ଭାବେ ଟେଷ୍ଟ କ୍ରିକେଟରେ ଶତକ ହାସଲ କରିଥିଲେ ଏହି ଖେଳାଳି

ଜଣେ ଜବରଦସ୍ତ ବ୍ୟାଟ୍ସମ୍ୟାନ୍‌, ବୋଲର୍‌, ଫିଲ୍ଡର ଏବଂ ଜଣେ ଉଚ୍ଚକୋଟୀର ଅଧିନାୟକ ଥିଲେ ଲାଲା ଅମରନାଥ। ସ୍ବାଧୀନ ଭାରତର ପ୍ରଥମ ଅଧିନାୟକ ଭାବେ ତାଙ୍କୁ ନିଯୁକ୍ତ କରାଯାଇଥିଲା। ୧୯୧୧ ସେପ୍ଟେମ୍ବର ୧୧ କପୁରଥଲ୍ଲାରେ ଜନ୍ମଗ୍ରହଣ କରିଥିବା ଲାଲା ଅମରନାଥ ୨୪ଟି ଟେଷ୍ଟ ଖେଳି ୨୪.୩୮ ହାରରେ ମୋଟ ୮୭୮ରନ୍‌ କରିଥିଲେ। ଏଥିସହ ୪୫ଟି ଉଇକେଟ୍‌ ମଧ୍ୟ ନେଇଥିଲେ। ସେହିପରି ୧୮୬ଟି ପ୍ରଥମ ଶ୍ରେଣୀ ମ୍ୟାଚ୍‌ ଖେଳି ସେ ୧୦ ହଜାରରୁ ଊର୍ଦ୍ଧ୍ୱ ରନ୍‌ ସଂଗ୍ରହ କରିବା ସହ ୪୬୩ ଉଇକେଟ୍‌ ମଧ୍ୟ ନେଇଥିଲେ। ଟେଷ୍ଟ କ୍ରିକେଟରେ ଭାରତ ପକ୍ଷରୁ ପ୍ରଥମ ଶତକ ହାସଲ କରିଥିଲେ ଲାଲା ସେ।  ରୋଚକ କଥା ହେଉଛି, ନିଜ ପଦାର୍ପଣ ମ୍ୟାଚ୍‌ରେ ସେ ଇଂଲଣ୍ଡ ବିପକ୍ଷରେ ୨୧ ଚୌକା ସହ ଶତକ ଅର୍ଜନ କରିଥିଲେ। ଏହି ମ୍ୟାଚରେ ଅମରନାଥ ୧୧୮ ରନ କରିଥିଲେ ମଧ୍ୟ ଭାରତ ମ୍ୟାଚ୍‌ ହାରିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜନ ସଂପର୍କ ଅଭିଯାନ, ମୋହନ ସରକାରଙ୍କ ଉପଲବ୍ଧି-ଲକ୍ଷ୍ୟ ବଖାଣିଲେ ଏମପି

ପାଟଣା,୨୫ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟ ସଂରା ପଶି ଲକ୍ଷ୍ମୀ ପଣ୍ଡପରେ ଗୁରୁବାର କେନ୍ଦୁଝର ଏମପି ଅନନ୍ତ ନାୟକ ନିର୍ବାଚନ ମଣ୍ଡଳୀର ବରିଷ୍ଠ…

ଗ୍ରାହକଙ୍କ ପାଇଁ ଖୁସି ଖବର!ହଜାର ହଜାର ଟଙ୍କା ଶସ୍ତା ହେଲା ସୁନା, କିଣିବା ପୂର୍ବରୁ ଜାଣନ୍ତୁ ରେଟ୍

ନୂଆଦିଲ୍ଲୀ,୨୫।୬: ଗୁରୁବାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଏବଂ ରୁପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି। ସୁନା ମୂଲ୍ୟ ପ୍ରାୟ ୧,୪୫୦–୧,୯୦୦…

ଭଞ୍ଜନଗର ଅଞ୍ଚଳରେ ବଢୁଛି ଗୋ’ ଚାଲାଣ, ପାଟ୍ରୋଲିଂ ସମୟରେ ୪ ଜଣଙ୍କୁ ଧରିଲେ ଏଏସ୍‌ଆଇ

ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବେନିୟମ ଭାବେ ଗୋ’ ଚାଲାଣ ଦିନକୁ ଦିନ  ବଢୁଛି। ବିଭିନ୍ନ ସମୟରେ ଜିଲାର ବିଭିନ୍ନ ଗାଈହାଟ ଦେଇ ଜିଲା…

କେସିଙ୍ଗା ନିର୍ବାଚନ ମଣ୍ଡଳୀ ଫେରାଇ ଆଣିବାକୁ ଜୋର୍‌ ଧରିଲା ଦାବି, ସହରରେ ଲାଗିଲା ପୋଷ୍ଟର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବରେ ପରିଚିତ କେସିଙ୍ଗା ନିର୍ବାଚନ ମଣ୍ଡଳୀ ଜିଲାର ଏକ ମାତ୍ର ମୁଖ୍ୟ ନିର୍ବାଚନ ମଣ୍ଡଳୀ ଥିଲା। ଗତ…

ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍‌…

ଶାଳୀ ବାହାଘରକୁ ଆସି ଚାଲିଗଲା ଭିଣୋଇଙ୍କ ଜୀବନ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କୋଡ଼ଖମଣ ଗ୍ରାମରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ବୁଧବାର ରାତିରେ ଘଟିଛି ଦୁଃଖଦ ଘଟଣା। ପରମ୍ପରା…

ପଢାଉଥିବା ବେଳେ ରୁମ୍‌ ଡାକି ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ ଗଲେ ଟ୍ୟୁଶନ ଶିକ୍ଷକ

ଭୋଗରାଇ, ୨୫ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ସମ୍ପର୍କୀୟଙ୍କ…

ଶକ୍ତିଶାଳୀ ଭୂକମ୍ପ: ଭେନେଜୁଏଲାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ଆସିଥିବା ଶକ୍ତିଶାଳୀ ଭୂକମ୍ପ ଝଟକା ସମଗ୍ର ବିଶ୍ୱକୁ ଆତଙ୍କିତ କରିଦେଇଛି। ମାତ୍ର ଗୋଟିଏ ମିନିଟ୍‌ ବ୍ୟବଧାନରେ ୭.୨ ଏବଂ ୭.୫ ତୀବ୍ରତାର ଦୁଇଟି ପ୍ରଳୟଙ୍କରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri