Posted inଖେଳ

ପ୍ରଥମ ରାଉଣ୍ଡରୁ କର୍ବର ବିଦାୟ

ପ୍ୟାରିସ,୨୬।୫(ଏଏଫ୍‌ପି)- ଜର୍ମାନୀ ୫ମ ସିଡ୍‌ ତଥା ଓ୍ବିମ୍ବେଲଡନ ଓପନ ଚାମ୍ପିୟନ ଆଞ୍ଜେଲିକ୍‌ କର୍ବର ଏଠାରେ ଆରମ୍ଭ ହୋଇଥିବା ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ ଓପନର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି। କର୍ବରଙ୍କୁ ରୁଷିଆର ଟିନଏଜ ଆନାଷ୍ଟାସିଆ ପୋଟାପୋଭା ୬-୪, ୬-୨ ସେଟ୍‌ରେ ପରାସ୍ତ କରିଛନ୍ତି। ଏହା ୮୧ତମ ର଼୍ୟାଙ୍କଧାରୀ ରୁଷିଆ ଖେଳାଳିଙ୍କ ଟପ୍‌-୧୦ ର଼୍ୟାଙ୍କଧାରୀ ଖେଳାଳିଙ୍କ ବିପକ୍ଷରେ ପ୍ରଥମ ବିଜୟ। ୧୮ ବର୍ଷୀୟ ପୋଟାପୋଭା ଏହି ବିଜୟ ସହ ଫ୍ରେଞ୍ଚ ଓପନରେ ପଦାର୍ପଣ କରିଛନ୍ତି। ଅନ୍ୟପକ୍ଷରେ ୩୧ ବର୍ଷୀୟ ଜର୍ମାନୀ ଖେଳାଳି କ୍ୟାରିୟରର ୬ଷ୍ଠ ଥର ପାଇଁ ରୋଲାଣ୍ଡ ଗାରୋସର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି। 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…

ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ…

ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲଙ୍କ ପରଲୋକ, ସେଉଲ ଅଲିମ୍ପିକ୍ସରେ କରିଥିଲେ ପ୍ରତିନିଧିତ୍ୱ

ନୂଆଦିଲ୍ଲୀ, ୨୬ା୫: ଭରତର ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲ ମୀନାଙ୍କ ପରଲୋକ ଘଟିଛି। ସେ ୧୯୮୮ ସେଉଲ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ…

IPL ପରେ MI ଛାଡି ଏହି ଟିମ୍‌କୁ ଯିବେ ପାଣ୍ଡ୍ୟା! ଏହି ଖେଳାଳିଙ୍କ ବଡ଼ ସଙ୍କେତ ପରେ କ୍ରିକେଟଜଗତରେ ହଇଚଇ

ନୂଆଦିଲ୍ଲୀ, ୨୬।୫: ଆଇପିଏଲ (IPL) ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଭଲ ରହିନାହିଁ ଏବଂ ଏହା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବାରେ…

କ୍ୱାଲିଫାୟର-୧: ହୋଇପାରେ ହାଇସ୍କୋରିଂ ମ୍ୟାଚ୍‌

ଧର୍ମଶାଳା,୨୬ା୫; ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ ଧର୍ମଶାଳାରେ ମଙ୍ଗଳବାର କ୍ୱାଲିଫାୟର-୧ ମ୍ୟାଚ୍‌ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ଇନଷ୍ଟାଗ୍ରାମରୁ ୨୦୦ ପୋଷ୍ଟ ଡିଲିଟ୍ କଲେ ଅର୍ଶଦୀପ; DP ମଧ୍ୟ ବଦଳାଇଲେ, ଜାଣନ୍ତୁ ମାମଲା

ନୂଆଦିଲ୍ଲୀ,୨୬।୫: IPL ୨୦୨୬ରେ ପଞ୍ଜାବ କିଙ୍ଗସର ଅଭିଯାନ ସମାପ୍ତ ହେବା ସହିତ, ଅର୍ଶଦୀପ ସିଂଙ୍କ ପାଇଁ ମଧ୍ୟ ସିଜିନ୍ ଶେଷ ହୋଇଗଲା। ପଞ୍ଜାବ କିଙ୍ଗସ ଦଳର ସଦସ୍ୟ…

ଆଜି କ୍ୱାଲିଫାୟର-୧, ଆର୍‌ସିବି-ଗୁଜରାଟ ମହାମୁକାବିଲା

ଧର୍ମଶାଳା, ୨୬ା୫: ଆଜି ଚଳିତ ଆଇପିଏଲ୍‌ର କ୍ୱାଲିଫାୟର-୧ ମହାମୁକାବିଲା। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି) ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍‌ର ବିଜେତା…

ପଦ୍ମଶ୍ରୀ ନେବାକୁ କାହିଁକି ଆସିଲେନି ରୋହିତ ଶର୍ମା? ହିଟମ୍ୟାନଙ୍କୁ ନେଇ ଆସିଲା ଏମିତି କାରଣ

ନୂଆଦିଲ୍ଲୀ,୨୬।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ ରୋହିତ ଶର୍ମା ୨୫ ମଇରେ ନୂଆଦିଲ୍ଲୀରେ ଅନୁଷ୍ଠିତ ପଦ୍ମଶ୍ରୀ ପଦାର୍ପଣ ଉତ୍ସବରେ ଯୋଗ ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri