ପ୍ରଥମ ସୋମବାରରେ କାଉଡ଼ିଆଙ୍କ ଜଳଲାଗି

ଆରଡ଼ି,୨୨।୭(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ହଜାର ହଜାର କାଉଡ଼ିଆ ଶ୍ରାବଣ ମାସର ପ୍ରଥମ ସୋମବାରରେ ମହାଦେବଙ୍କୁ ଜଳଲାଗି କରିଛନ୍ତି। ରବିବାର ରାତି ୧୧ଟାରୁ ଏହି ଜଳଲାଗି ଆରମ୍ଭ ହୋଇଥିଲା। କାଉଡ଼ିଆମାନେ ଲମ୍ବା ଲାଇନରେ ଆସି ଜଳ ଲାଗିବା ସହ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରି ସେମାନଙ୍କ ମାନସିକ ପୂରଣ କରିଛନ୍ତି । ରବିବାର ସନ୍ଧ୍ୟାରୁ ଧୂଷୁରୀ ଥାନାଧିକାରୀ ପ୍ରଫୁଲ୍ଲ କୁମାର ସିଂ, ଆରଡ଼ି ଫାଣ୍ଡି ଅଧିକାରୀ ବ୍ରଜକିଶୋର ଦାସ ପୀଠରେ ଶୃଙ୍ଖଳା ରକ୍ଷା ପାଇଁ ନିୟୋଜିତ ହୋଇଛନ୍ତି ଓ ସୂଚାରୁ ରୂପେ ଜଳ ଲାଗି କାର୍ଯ୍ୟ ଚାଲିଥିବା ଏହି ୨ ପୋଲିସ ଅଧିକାରୀ କହିଛନ୍ତି। ପୀଠରେ ବିଦ୍ୟୁତ ବିଭାଗ କର୍ମଚାରୀଙ୍କ ତ୍ରୁଟି ଯୋଗୁଁ କାଉଡ଼ିଆମାନେ ରବିବାର ରାତି ଓ ସୋମବାର ସକାଳୁ ନାହିଁ ନ ଥିବା ଅସୁବିଧା ଭୋଗ କରିଥିବା କହିଛନ୍ତି। ପ୍ରଥମ ସୋମବାରରେ ବହୁ ସଂଖ୍ୟକ ମହିଳା କାଉଡ଼ିଆ ଜଳଲାଗି କରିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri