Posted inଜାତୀୟ

ପ୍ରଥମଥର ଏମ୍‌ପି ହୋଇଥିବା ନକୁଲ ନାଥଙ୍କୁ ସଂସଦ ପର୍ଯ୍ୟନ୍ତ ଛାଡିବାକୁ ଆସିଲେ ବାପା

ନୂଆଦିଲ୍ଲୀ,୧୭।୬: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥ ଓ ତାଙ୍କ ପୁଅ ନକୁଲ ନାଥ ସୋମବାର ସଂସଦ ଭବନ ପହଞ୍ଚିଥିଲେ। ନକୁଳ ନାଥ ୧୭ତମ ଲୋକ ସଭା ନିର୍ବାଚନରେ ମଧ୍ୟ ପ୍ରଦେଶର ଛିଣ୍ଡଓ୍ବାଡା ଆସନରୁ ବିଜୟୀ ହୋଇଛନ୍ତି। ପ୍ରଥମଥର ଲାଗି ସେ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଥିବା ବେଳେ ବିଜୟୀ ମଧ୍ୟ ହୋଇଥିଲେ। ସୋମବାର ନକୁଲ ସଂସଦ ଆସିବା ବେଳେ ପିତା କମଲ ନାଥ ତାଙ୍କୁ ସେଠାକୁ ଛାଡିବାକୁ ଆସିଥିବା ଦେଖିବାକୁ ମିଳିଥିଲା। ସୂଚନାଯୋଗ୍ୟ, ତାଙ୍କ ପିତା କମଲନାଥ ଛିଣ୍ଡଓ୍ବାଡା ଆସନରୁ ୯ ଥର ଏମ୍‌ପି ହୋଇଥିଲେ। ୪୪ ବର୍ଷୀୟ ନକୁଲ ନାଥ ବୋଷ୍ଟନର ବେ ଷ୍ଟେଟ କଲେଜରୁ ବିଜ୍‌ନେସରେ ସ୍ନାତକ ଡିଗ୍ରୀ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

ସରକାରୀ ରାସ୍ତା ମରାମତି କାମକୁ ନେଇ ରକ୍ତାକ୍ତ କାଣ୍ଡ: ଯୁବକଙ୍କୁ ଛୁରାମାଡ଼ କରି ଅଭିଯୁକ୍ତ ଫେରାର୍‌

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଧୂଷୁରୀ ଥାନା ଅଧୀନ ବମକୁରା ପଞ୍ଚାୟତରେ ସରକାରୀ ରାସ୍ତା ମରାମତି କାମକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ,…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ଶାସ୍ତ୍ରୀ ଭବନ ସ୍ଥିତି ଦୃଢ଼

ବର୍ଷ ବର୍ଷ ଧରି ଶାସ୍ତ୍ରୀ ଭବନ ସରକାରୀ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ହୋଇ ରହିଥିଲା। ଦିଲ୍ଲୀର ବାବୁ ଭିତ୍ତିଭୂମି ତାହାର ଉପାଦେୟତା ହରାଇ ସାରିଥିବାର ପ୍ରମାଣ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

ଗ୍ରାହକଙ୍କୁ ଝଟ୍‌କା: ହୁ ହୁ ବଢିବ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ପେଟ୍ରୋଲ ଏବଂ ଡିଜେଲର ପ୍ରାରମ୍ଭିକ ମୂଲ୍ୟ ବୃଦ୍ଧିକୁ ନେଇ ପୂର୍ବରୁ କେତେକ ଖାଦ୍ୟ ସାମଗ୍ରୀ ସମେତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ ବୃଦ୍ଧି ପାଇଥିଲା। କିନ୍ତୁ ଇତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri