ରାୟପୁର, ୧୧।୬: ପ୍ରଥମଥର ପାଇଁ ଛତିଶଗଡରେ ସବୁ ଖେଳର ନାଁ ଏବଂ ନିୟମ ସଂସ୍କୃତ ଭାଷାରେ ଲେଖାଯିବ। ଏପରିକି ରାଜ୍ୟସ୍ତରୀୟ କ୍ରିକେଟର କମେଣ୍ଟ୍ରି ମଧ୍ୟ ସଂସ୍କୃତରେ କରାଯିବ ବୋଲି ଜଣାପଡିଛି। ସଂସ୍କୃତ ଭାଷାର ଲୋକପ୍ରିୟତା ବଢାଇବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି କୁହାଯାଇଛି।
ରାୟପୁର, ୧୧।୬: ପ୍ରଥମଥର ପାଇଁ ଛତିଶଗଡରେ ସବୁ ଖେଳର ନାଁ ଏବଂ ନିୟମ ସଂସ୍କୃତ ଭାଷାରେ ଲେଖାଯିବ। ଏପରିକି ରାଜ୍ୟସ୍ତରୀୟ କ୍ରିକେଟର କମେଣ୍ଟ୍ରି ମଧ୍ୟ ସଂସ୍କୃତରେ କରାଯିବ ବୋଲି ଜଣାପଡିଛି। ସଂସ୍କୃତ ଭାଷାର ଲୋକପ୍ରିୟତା ବଢାଇବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି କୁହାଯାଇଛି।
ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…
ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…
ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…
ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…
ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…
ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…
ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…
ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…