ପ୍ରଦୂଷଣ ବଢୁଥିବାରୁ ସରକାରଙ୍କ ବିରୋଧରେ ମାମଲା କରିବାକୁ ଅଣ୍ଟା ଭିଡିଲେ ଲୋକେ

ଜାକର୍ତ୍ତା,୮।୭: ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାରେ ଏବେ ପ୍ରଦୂଷଣ ସ୍ତର ବଢିବାରେ ଲାଗିଛି। ଗତ ଜୁନ୍‌ ମାସରୁ ସହରର ବାୟୁ ପ୍ରଦୂଷଣ ସ୍ତର ଦିଲ୍ଲୀ ଓ ବେଜିଂକୁ ଟପିଯାଇଥିବା ଦେଖାଯାଇଛି। ଏହାକୁ ଦେଖି ଏବେ ପରିବେଶବିତ୍‌ ଓ ସାଧାରଣ ଜନତା ମିଳିତ ଭାବେ ସରକାରଙ୍କ ବିରୋଧରେ ମାମଲା କରିବାକୁ ଆଗେଇ ଆସିଛନ୍ତି। ଏମାନଙ୍କ କହିବା କଥା ହେଲା ବାୟୂ ପ୍ରଦୂଷଣକୁ ନେଇ ସରକାର ସଚେତନ ହେଉ ନ ଥିବାରୁ ଏହା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri