ପ୍ରଦୂଷଣରୁ ଦୂରେଇ ରହିବା ପାଇଁ…

ଏବେ ସାରା ଦେଶରେ ପ୍ରଦୂଷଣ ସମସ୍ତଙ୍କୁ ଏକ ପ୍ରକାର ଚିନ୍ତାରେ ପକାଇ ଦେଇଛି। ହେଲେ ଏଥିରୁ କିପରି ଆମେ ନିଜକୁ ରକ୍ଷା କରିପାରିବା ସେ ବିଷୟରେ ଜାଣି ରଖିବା ଜରୁରୀ। ଡାକ୍ତରଙ୍କ ମତ ହେଉଛି…
-ବିଶେଷ ଭାବେ ଜରୁରୀ ନ ଥିଲେ ଛୋଟ ପିଲା ଓ ବୟସ୍କ ବ୍ୟକ୍ତିଙ୍କୁ ବାହାରକୁ ଛାଡିବା ଅନୁଚିତ।
-ଫୁସ୍‌ଫୁସ୍‌ ସମସ୍ୟା ଥିବା ବ୍ୟକ୍ତି ମଧ୍ୟ ସକାଳେ ବାହାରକୁ ବାହରିବା ଉଚିତ୍‌ ନୁହେଁ।
-ସକାଳେ ଅବା ସନ୍ଧ୍ୟାରେ ବାହାରେ ବ୍ୟାୟାମ କରିବା ଅଭ୍ୟାସ ବଦଳାଇ ଦିଅନ୍ତୁ। ଯଥା ସମ୍ଭବ ଘର ଭିତରେ ବ୍ୟାୟମ କରିବା ଭଲ।
-ବାହାରକୁ ବାହାରିବା ବେଳେ ସମ୍ପୂର୍ଣ୍ଣ ଶରୀର କପଡାରେ ଢାଙ୍କି ରଖିବା ଭଲ। ଏହାସହ ଭଲ ମାସ୍କ ବ୍ୟବହାର କରିବା ଉଚିତ।
-ବାହାରୁ ଆସିବା ପରେ ସମ୍ପୂର୍ଣ୍ଣ ଶରୀର ଓ ଆଖିକୁ ଭଲ ପାଣିରେ ଧୋଇ ନେଲେ ଭଲ। କାରଣ ଏହି ସମୟରେ ସ୍କିନ୍‌ ଆଲର୍ଜି ହେବାର ସମ୍ଭାବନା ଅଧିକ ଥାଏ।
-ବାୟୁ ପ୍ରଦୂଷଣ ଯୋଗୁ ହେଉଥିବା ରୋଗଠାରୁ ଦୂରେଇ ରହିବାକୁ ଘରୋଇ ଉପଚାର ଆପଣାଇବା ଭଲ। ବିଶେଷ ଭାବେ ଖାଦ୍ୟରେ ଅଦା, ଲେମ୍ବୁ ଓ ପୋଦିନା ବ୍ୟବହାର କରନ୍ତୁ। କାରଣ ଲେମ୍ବୁ ଶରୀରକୁ ଡିଟକ୍ସିଫାଏ କରିଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri