ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବାଟମାରଣା ପ୍ରତିବାଦ: ଅନୁଗୋଳ ବ୍ଲକ ସମ୍ମୁଖରେ ଭାଜପାର ଧାରଣା

ଅନୁଗୋଳ ଅଫିସ,୨୭।୯: କେନ୍ଦ୍ର ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ଓ ବାଟମାରଣା ପ୍ରତିବାଦରେ ଶୁକ୍ରବାର ଅନୁଗୋଳ ବ୍ଲକ ସମ୍ମୁଖରେ ଭାଜପା ପକ୍ଷରୁ ଧାରଣା ଦିଆଯାଇଛି। ଭାଜପା କାର୍ଯ୍ୟକାରିଣୀ ସଦସ୍ୟ ପ୍ରତାପ ଚନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ପୂର୍ବତନ ରାଜ୍ୟ ସଭା ଏମ୍‌ପି ରୁଦ୍ରନାରାୟଣ ପାଣି, ଦିଲ୍ଲୀପ ପ୍ରଧାନ, ଦିଲେଶ୍ୱର ସାହୁ, ନମିତା ଦଳବେହେରା, ସରିତା ମିଶ୍ରଙ୍କ ସମେତ ବ୍ଲକର ଶତାଧିକ ଭାଜପା କର୍ମୀ ଧାରଣାରେ ବସିଥିଲେ। ଏହାପରେ ବିଡିଓ ଓ ପୌରନିର୍ବାହୀ ଅଧିକାରୀଙ୍କ ଜରିଆରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତିତ୍ୱ ଖୋଜୁଛି ଜଳାଶୟ, ସଭିଁଏ ନୀରବ

ବରଗଡ଼,୫।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଏକଦା ବନ୍ଧ, କଟା ଭଳି ଅନେକ ଜଳାଶୟ ରହିଥିଲା। ଦୂରଦୃଷ୍ଟି ରଖି ପୂର୍ବପୁରୁଷମାନେ ନିଜେ ଶ୍ରମଦାନ କରି ସେଗୁଡ଼ିକ ଖୋଲିଥିଲେ। ସେହି ଜଳାଶୟ…

ଓଡ଼ିଶା ବିଚାରପତିଙ୍କ ନକାରାତ୍ମକ ସର୍ତ୍ତକୁ ସୁପ୍ରିମ୍‌ କୋର୍ଟଙ୍କ ଭର୍ତ୍ସନା

କଟକ, ୫।୫(କାର୍ତ୍ତିକ ସାହୁ): ରାୟଗଡ଼ା ଜିଲା କାଶୀପୁର ଥାନା ଭଙ୍ଗାରୁଜା ଘଟଣାରେ ଗିରଫ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରିବା ନିମନ୍ତେ ଓଡ଼ିଶା ହାଇକୋର୍ଟ ୨୦୨୫ ମେ ୯ତାରିଖରେ…

ବହୁ ସଂଖ୍ୟାରେ କର୍ମୀମାନେ ଏକଜୁଟ ହୋଇ ମନାଇଲେ ବିଜୟ ଉତ୍ସବ: ପରସ୍ପରକୁ ମିଠା ଖୁଆଇ…

ହାଟଡିହୀ,୪l୫(ଶୁଭକାନ୍ତ ନାୟକ): ପଶ୍ଚିମବଙ୍ଗରେ ଭାଜପାର ବାଜିମାତକୁ ନେଇ କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀଠାରେ ସୋମବାର ସନ୍ଧ୍ୟାରେ ଭାଜପା ବିଜୟ ଉତ୍ସବ ପାଳନ କରିଛି ।…

ଭାଜପାର ପ୍ରଚଣ୍ଡ ବିଜୟ: ବାଣ ଫୁଟାଇ, ବାଜା ବଜାଇ ନାଚ ଗୀତରେ ମସଗୁଲ ହେଲେ ଭାଜପାକର୍ମୀ

ଅତାବିରା, ୪।୫(ଯୁଧିଷ୍ଠିର ମହାପାତ୍ର): ପଶ୍ଚିମବଙ୍ଗର ଜନସାଧାରଣ ଅନ୍ୟାୟ ବଦଳରେ ନ୍ୟାୟ ଏବଂ ଭୟ ବଦଳରେ ଭରସାକୁ ବାଛିଛନ୍ତି । ଭାଜପାକୁ ବିପୁଳ ସମର୍ଥନ ପାଇଁ ପଶ୍ଚିମବଙ୍ଗର ଏହି…

ଶିବ ମନ୍ଦିର ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ

ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ଗ୍ରାମ ଶ୍ରୀ ନାଗେଶ୍ୱର ଶିବ ମନ୍ଦିର ନିକଟରୁ ସୋମବାର ସନ୍ଧ୍ୟାରେ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ…

ଋଣ ଟଙ୍କା ପାଇଁ ଖଣ୍ଡଯୁଦ୍ଧ: ଆକ୍ରମଣ ପ୍ରତି ଆକ୍ରମଣରେ ୫ ଆହତ

ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଲ୍ଲୀ ସାମନ୍ତରାପୁର ଗ୍ରାମରେ ୫ ହଜାର ଋଣ ଟଙ୍କା ପରିଶୋଧକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ ଘଟିଛି।ଏହି ଆକ୍ରମଣ…

ବିଭିନ୍ନ ରାଜ୍ୟରେ ଭାଜପାର ବିପୁଳ ବିଜୟ: ବାଣ ଫୁଟାଇ, ମିଠା ବାଣ୍ଟି ପରସ୍ପରକୁ ଶୁଭେଚ୍ଛା ଜଣାଇଲେ ଭାଜପାକର୍ମୀ

ଗଞ୍ଜାମ,୪।୫(ଅନାଥ ତରାଇ): ଦେଶର ବିଭିନ୍ନ ରାଜ୍ୟରେ ଅନୁଷ୍ଠିତ ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ଏକତରଫା ଓ ଚିତ୍ତାକର୍ଷକ ବିଜୟକୁ ନେଇ ଆଜି ଗଞ୍ଜାମ ମଣ୍ଡଳ ପକ୍ଷରୁ ଏକ…

ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି: ଏହି ସବୁ ସମସ୍ୟାର ସମାଧାନ ପାଇଁ ଗୁହାରି କଲେ ଲୋକେ

ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଖମାରିଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri