ପ୍ରଧାନମନ୍ତ୍ରୀ କେୟାର ଫଣ୍ଡକୁ ଚାଷୀଙ୍କ ସହାୟତା

ନୂଆଗାଁ, ୨୨।୪ (ଡି.ଏନ.ଏ.)-ବୁଧବାର ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ଅନ୍ତର୍ଗତ ସୋରଡା ଗ୍ରାମର ଚାଷୀ ବାସୁଦେବ ସାହୁ କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡକୁ ୫୫ ହଜାର ୫୫୫ ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି । ରାଉରକେଲା ଅତିରିକ୍ତ ଜିଲାପାଳ (ଏଡିଏମ୍‌)ଙ୍କୁ ସେ ଏହି ଚେକ୍‌ ପ୍ରଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି ା ଏ ନେଇ ବାସୁଦେବ କହିଛନ୍ତି, ସେ ଜଣେ ନାଗରିକ ହିସାବରେ ଏହି ଅର୍ଥ ପ୍ରଦାନ କରିଛନ୍ତି । ଅନ୍ୟମାନେ ନିଜର କ୍ଷମତା ଅନୁସାରେ ସହାୟତା ଦେବାକୁ ସେ ଅନୁରୋଧ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ମା’ ଆଖି ସାମ୍ନାରେ ବୋରୱେଲରେ ପଡ଼ିଗଲା ଶିଶୁ, ୭୦ ଫୁଟ ଗଭୀରରେ….

ଭୋପାଳ,୧୦।୪: ଉଜ୍ଜୈନଠୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ବଡ଼ନଗର ନିକଟବର୍ତ୍ତୀ ଝଲାରିଆ ଗାଁରେ ଅଘଟଣ । ତିନି ବର୍ଷର ନିର୍ଦ୍ଦୋଷ ଶିଶୁ ଏକ ବୋରୱେଲରେ ପଡ଼ିଯାଇଛି…

ଏଇ ଭାରତରେ

ପଶ୍ଚିମବଙ୍ଗ ସୁନ୍ଦରବନର ବହୁ ଅଞ୍ଚଳର ଜମିକୁ ଲୁଣାପାଣି ଚାଷ ଅନୁପଯୋଗୀ କରିଦେଇଥିଲା। ହେଲେ ଏବେ ସେଠାରେ ୧୫୦୦ କୃଷକ ସେହି ଜମିରେ ୧୯୨ କିସମର ଧାନ ଚାଷକରି…

ରାତ୍ରିଭୋଜନ ଓ ସଂଘର୍ଷ

ମ୍ପ୍ରତିକ ପରିସ୍ଥିତିରେ ଅନେକ ସମୟରେ ଦେଖାଯାଏ ରାତ୍ରିଭୋଜନ ଟେବୁଲଗୁଡ଼ିକ ପ୍ରାୟତଃ ଅଭିଭାବକଙ୍କ ଅପ୍ରତ୍ୟାଶିତ ଶ୍ରେଣୀଗୃହ ହୋଇଯାଏ। ପ୍ରାୟତଃ ପରିବାରରେ ଥିବା ପିଲାଟିର ଦିନସାରାର କାର୍ଯ୍ୟ ମୂଲ୍ୟାୟନ ମାତାପିତାମାନେ…

ଆଗ ଗଛ

ବର୍ତ୍ତମାନ ସମୟର ଇଏ ସବୁଠାରୁ ବଡ଼ ଆହ୍ବାନ। ଆମେ ସବୁ କାମକୁ ପଛରେ ପକାଇ ଆଗ ଗଛ ଲଗାଇବା ଉପରେ ପ୍ରାଧାନ୍ୟ ଦେବା। ଗଛ ଲଗାଇବା, ତା’ର…

ସଙ୍କଟରୁ ପରିବର୍ତ୍ତନର ଆଶା

ଆମେ ଏବେ ଏକ ନିରର୍ଥକ ଯନ୍ତ୍ରଣା ଏବଂ ଆସନ୍ନ ବିନାଶର ପୃଥିବୀରେ ବାସ କରୁଛୁ। ଏଠାରେ ନୈତିକ ବିକାଶ ଧାରଣା ମୂଲ୍ୟହୀନ ହୋଇଯାଇଥିବା ମନେହେଉଛି। ସମସାମୟିକ ସମାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri