Posted inଜାତୀୟ

ପ୍ରଧାନମନ୍ତ୍ରୀ ଜନ-ଧନ ଯୋଜନା: ଜିରୋ ବାଲାନ୍ସ୍‌ ଖାତାରେ ଜମା ହୋଇଛି ଏକ ଲକ୍ଷ କୋଟିରୁ ଅଧିକ

ନୂଆଦିଲ୍ଲୀ,୧୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ପ୍ରଧାନମନ୍ତ୍ରୀ ଜନ-ଧନ ଯୋଜନାରେ ଜିରୋ ବାଲାନ୍ସ୍‌ ଖାତାରେ ଇତିମଧ୍ୟରେ ଏକ ଲକ୍ଷ କୋଟିରୁ ଅଧିକ ଟଙ୍କା ଜମା ହୋଇଛି। ସୂଚନା ଅଧିକାର ଅନ୍ତର୍ଗତ କରାଯାଇଥିବା ଏକ ଆବେଦନ ରିପୋର୍ଟରୁ ଏହା ଜଣାପଡ଼ିଛି। ଏହି ଯୋଜନା ୨୦୧୪ ଅଗଷ୍ଟ ୨୮ରେ ଆରମ୍ଭ ହୋଇଥିଲା। ୨୦୧୯ ଜୁଲାଇ ୧୭ ସୁଦ୍ଧା ଏହି ଯୋଜନାରେ ୩୬.୨୫ କୋଟି ସଞ୍ଚୟ ଖାତା ଖୋଲା ଯାଇଛି। ଏସବୁ ଖାତାରେ ୧,୦୦,୮୩୨ କୋଟି ଟଙ୍କା ଜମା ହୋଇଥିବା ସୂଚନା ଅଧିକାର ରିପୋର୍ଟରେ ଦର୍ଶାଯାଇଛି। ତେବେ ଖୋଲା ଯାଇଥିବା ଖାତା ମଧ୍ୟରୁ ୧୪ ପ୍ରତିଶତ ଅର୍ଥାତ୍‌ ୪.୯୯ କୋଟି ଖାତାରେ କୌଣସି ବାଲାନ୍ସ ନାହିଁ। ଏଭଳି ଲୋକେ ଗରିବ ଶ୍ରେଣୀର ବୋଲି ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତରୁ ଖସୁଛି କଂକ୍ରିଟ୍‌, ତଳେ ପଢ଼ୁଛନ୍ତି ପିଲା: ଶ୍ରେଣୀଗୃହରେ ଜମୁଛି ପାଣି

ଆନନ୍ଦପୁର,୨6ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ମନୋହରପୁର ପଞ୍ଚାୟତ ମନୋହରପୁର ଉଚ୍ଚ ବିଦ୍ୟାଳୟ ଅବହେଳିତ ହୋଇପଡ଼ିଛି। ଶ୍ରେଣୀଗୃହ ଭଗ୍ନ ଅବସ୍ଥାରେ ଥିବାବେଳେ ଛାତରୁ…

ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କଲା GIVA; କୃତି ସାନନଙ୍କ ପୋଷାକକୁ ନେଇ ହଙ୍ଗାମା

ମୁମ୍ବାଇ,୨୬।୮: ଅଳଙ୍କାର ବ୍ରାଣ୍ଡ GIVA ବଲିଉଡ ଅଭିନେତ୍ରୀ କୃତି ସାନନଙ୍କ ସହିତ ତାଙ୍କର ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କରିନେଇଛି। ବିଜ୍ଞାପନରେ କୃତି ସାନନ ପିନ୍ଧିଥିବା ପୋଷାକକୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ବୃଦ୍ଧ ମାତାପିତାଙ୍କ ପ୍ରତି ଅତ୍ୟାଚାର କରୁଥିବା ପିଲାମାନଙ୍କୁ ମିଳବ ନାହିଁ ସମ୍ପତ୍ତିରେ ଅଧିକାର

ଲକ୍ଷ୍ନୌ,୨୬।୮: ଉତ୍ତର ପ୍ରଦେଶରେ, ବୃଦ୍ଧ ମାତାପିତା ଏବେ ସେମାନଙ୍କୁ ଅବହେଳା କିମ୍ବା ଦୁର୍ବ୍ୟବହାର କରୁଥିବା ପିଲାମାନଙ୍କୁ ସହଜରେ ସମ୍ପତ୍ତିରୁ ବେଦଖଲ କରିପାରିବେ। ବରିଷ୍ଠ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ…

ବୟଫ୍ରେଣ୍ଡଙ୍କ କାର୍‌ରେ ୩୪୦୦ ଚୁମ୍ବନ ଦେଲେ ଗର୍ଲଫ୍ରେଣ୍ଡ: ଶେଷରେ ଭୋଗିବାକୁ ପଡ଼ିଲା…

ଗ୍ବାଲିୟର, ୨୬।୮:ସୋସିଆଲ ମିଡିଆରେ ଭାଇରାଲ ହେବା ପାଇଁ ପ୍ରେମ ପ୍ରକାଶର ଏକ ଅଜବ ଉପାୟ ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଗ୍ବାଲିୟରରେ ଜଣେ ଯୁବତୀ ନିଜ ପ୍ରେମିକଙ୍କ…

ସରକାରଙ୍କ ବଡ଼ ଘୋଷଣା: ଇଣ୍ଟରକାଷ୍ଟରେ ବିବାହ କଲେ ମହିଳାଙ୍କୁ ମିଳିବ ଅଢ଼େଇ ଲକ୍ଷ!

ନୂଆଦିଲ୍ଲୀ,୨୬।୮: ବିହାରର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରାଜ୍ୟର ମହିଳା, ବିଶେଷକରି ଅନୁସୂଚିତ ଜାତି (SC) ଓ ଅନୁସୂଚିତ ଜନଜାତି (ST) ବର୍ଗର ମହିଳାଙ୍କ ପାଇଁ ବଡ଼ ଘୋଷଣା…

ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୧୫ ନବଜାତ ଶିଶୁ

ଇସଲାମାବାଦ,୨୬।୮: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ସ୍ତ୍ରୀ ରୋଗ ୱାର୍ଡରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛଇ। ୱାର୍ଡରେ…

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

ପ୍ରତିରକ୍ଷାରେ ଘରୋଇକରଣ

କେନ୍ଦ୍ର ସରକାର ଘରୋଇ ସଂସ୍ଥାଗୁଡ଼ିକ ପାଇଁ ପାରମ୍ପରିକ ମିଶାଇଲ ବା କ୍ଷେପଣାସ୍ତ୍ର ଉତ୍ପାଦନର ଦ୍ୱାର ଉନ୍ମୁକ୍ତ କରିଛନ୍ତି। ଏଣିକି ବେସରକାରୀ କମ୍ପାନୀଗୁଡ଼ିକ ‘ଅସ୍ତ୍ର’ ଏବଂ ‘ପ୍ରଳୟ’ ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri