ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା ପ୍ରଦାନ

କଣ୍ଟାପଡ଼ା,୯ା୪(ଡି.ଏନ୍‌.ଏ.) : ମହାମାରୀ କରୋନାରୁ ରକ୍ଷା ପାଇବା ପାଇଁ ସାମାଜିକ ଦୂରତ୍ୱ ଏକମାତ୍ର ବିକଳ୍ପ ହୋଇଥିବାରୁ କେନ୍ଦ୍ର ଓ ରାଜ୍ୟ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ସାଧାରଣ ଲୋକଙ୍କୁ ସହଯୋଗ ପାଇଁ ସରକାରଙ୍କ ଉପରେ ଆର୍ଥତ୍କ ବୋଝପଡୁଛି। ଏପରିସ୍ଥଳେ ବିଭିନ୍ନ ସଂଗଠନ ଓ ବ୍ୟକ୍ତିବିଶେଷ ସରକାରଙ୍କୁ ଆର୍ଥତ୍କ ସହଯୋଗର ହାତ ବଢ଼ାଇଛନ୍ତି। ଏଭଳି ଦୁର୍ଦ୍ଦିନ ସମୟରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ କଣ୍ଟାପଡ଼ା ବ୍ଲକ ପକ୍ଷରୁ ୫୧୦୦୦ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ଗତ ୭ ତାରିଖରେ ସଂଘ ପକ୍ଷରୁ ଅନ୍‌ଲାଇନ୍‌ ମାଧ୍ୟମରେ ଉକ୍ତ ରାଶିକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ପଠଯାଇଛି। ଶିକ୍ଷକମାନଙ୍କର ସହଯୋଗକୁ ସଂଘର ସଭାପତି ଓ ସମ୍ପାଦକ ସାଧୁବାଦ ଜଣାଇଛନ୍ତି। ସେହିପରି ବାଙ୍ଗାଲୋରର ଏକ ସଫ୍ଟଓୟାର କମ୍ପାନୀରେ ଚାକିରି କରୁଥିବା କଟକ ଜିଲା କଣ୍ଟାପଡ଼ା ଗ୍ରାମର ସୁରେନ୍ଦ୍ର ସାହୁ କରୋନା ପରିଚାଳନା ପାଇଁ ପ୍ରଧାନମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ୯୯୦୦୦ ହଜାର ଟଙ୍କା ପ୍ରଦାନ କରିଛନ୍ତି। ସେ ଅନ୍‌ଲାଇନରେ ଏହି ଅର୍ଥ ରାଶିକୁ ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ପ୍ରଦାନ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri