Posted inଜାତୀୟ

ପ୍ରଧାନମନ୍ତ୍ରୀ ମୋଦି ଡିସ୍‌କଭରୀ ଚ୍ୟାନେଲ୍‌ର ମ୍ୟାନ୍‌ ଭର୍ସେସ୍‌ ଓ୍ବାଇଲ୍ଡ୍‌ରେ ଅତିଥି: ସୋମବାର ରାତି ୯ଟା ରେ ୧୮୦ ଦେଶରେ ହେବ ପ୍ରସାରିତ

ନୂଆଦିଲ୍ଲୀ, ୧୧।୮: ଡିସ୍‌କଭରୀ ଚ୍ୟାନେଲ୍‌ର ମ୍ୟାନ୍‌ ଭର୍ସେସ୍‌ ଓ୍ବାଇଲ୍ଡ୍‌ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅତିଥିଭାବେ ଯୋଗଦେଇଛନ୍ତି। ଏହାର ପ୍ରସାରଣ ସୋମବାର ରାତି ୯ଟାରେ ହେବ। କାର୍ଯ୍ୟକ୍ରମର ଉପସ୍ଥାପକ ଭାବେ ବିୟର ଗ୍ରିଲ୍ସ୍‌ ରହିଛନ୍ତିି। ଇତିମଧ୍ୟରେ ଏହାର ଭିଡ଼ିଓ କ୍ଲିପ୍‌ ବିଭିନ୍ନ ଚ୍ୟାନେଲ୍‌ରେ ପ୍ରସାରିତ ହେଉଛି। ଏହି କାର୍ଯ୍ୟକ୍ରମ ୧୮୦ଟି ଦେଶରେ ପ୍ରସାରିତ ହେବ। ମୋଦିଙ୍କର ପରିବେଶ ପ୍ରତି ଥିବା ସକାରାତ୍ମକ ଚିନ୍ତାଧାରା ସମ୍ପର୍କରେ ଦର୍ଶକ ଅବଗତ ହୋଇପାରିବେ ବୋଲି ଗ୍ରିଲ୍ସ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri