Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କୁ ବରୁଣ ଗାନ୍ଧୀଙ୍କ ଚିଠି, ଅଜୟ ମିଶ୍ରାଙ୍କ ବିରୋଧରେ ଗ୍ରହଣ କରାଯାଉ କାର୍ଯ୍ୟାନୁଷ୍ଠାନ…

ନୂଆଦିଲ୍ଲୀ,୨୦।୧୧: ମନ୍ତ୍ରୀ ଅଜୟ ମିଶ୍ରାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଭାଜପା ଏମ୍‌ପି ବରୁଣ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶନିବାର ଚିଠି ଲେଖିଛନ୍ତି। ଲଖିମପୁର ଘଟଣାରେ ମନ୍ତ୍ରୀ ଏବଂ ତାଙ୍କ ପୁତ୍ର ଆଶିଷ ମିଶ୍ରାଙ୍କ ପ୍ରତି କଡ଼ା ଦଣ୍ଡାଦେଶ ହେଉ ବୋଲି ସେ ଦାବି କରିଛନ୍ତି।

ଲଖିମପୁର ଖେରି ଘଟଣା ଭାରତୀୟ ଗଣତନ୍ତ୍ରର ମୂଳଦୁଆକୁ ଦୋହଲାଇ ଦେଇଥିବା ବରୁଣ କହିଛନ୍ତି। ପ୍ରଥମ ଭାଜପା ଏମ୍‌ପି ଭାବେ ବରୁଣ ପ୍ରଧାନମନ୍ତ୍ରୀଙ୍କୁ ଏଭଳି ଚିଠି ଲେଖିଛନ୍ତି। ଏବେ ବରୁଣଙ୍କ ଚିଠିକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର…

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

ବଲାଙ୍ଗୀରରେ ବାହୁଡ଼ା ରଥଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ତିନି ଠାକୁର

ବଲାଙ୍ଗୀର, ୨୪।୭ (ସୁନିଲ କୁମାର ମହାନ୍ତି): ଶୁକ୍ରବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ରଥଯାତ୍ରା ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଛି। ଶ୍ରୀଜିଉମାନେ ମାଉସୀମା ମନ୍ଦିରରୁ…

NEET ପେପର ଲିକ୍ ନେଇ NTAରେ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ, ୪୭ ଅଧିକାରୀ ଚାକିରିରୁ ବିଦା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍ ଏବଂ ଦେଶବ୍ୟାପୀ ପ୍ରଦର୍ଶନ ମଧ୍ୟରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରେ ବ୍ୟାପକ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri