ଫିରିଙ୍ଗିଆ,୪ା୧୨: ଫିରିଙ୍ଗିଆ ବ୍ଲକ ଗେରୁପଡା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସ୍କୁଲ ପରିଚାଳନା କମିଟିକୁ ଅଣଦେଖା କରୁଥିବା ଅଭିଯୋଗ ହୋଇଛି ା ପରିଚାଳନା କମିଟିର ସଦସ୍ୟମାନେ ଏ ନେଇ ବ୍ଲକ ଶିକ୍ଷାଧିକାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି। ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ଏ ପର୍ଯ୍ୟନ୍ତ ବହି ଦିଆଯାଇ ନ ଥିବା ବେଳେ ପ୍ରଧାନଶିକ୍ଷକ ବହି ସବୁ ବଜାରରେ ବିକ୍ରି କରିଦେଇଥିବା ଅଭିଯୋଗ ହୋଇଛି। ମଧ୍ୟାହ୍ନ ଭୋଜନ ପାଇଁ କେତେ ଚାଉଳ ଆସୁଛି ତାହାର ସୂଚନା ଦିଆଯାଉନି। ଏ ସମ୍ପର୍କରେ ପଚାରିଲେ ପ୍ରଧାନଶିକ୍ଷକ କମିଟି ସଦସ୍ୟମାନଙ୍କୁ ଦୁର୍ବ୍ୟବହାର କରୁଥିବା ଅଭିଯୋଗ ହୋଇଛି। ତେଣୁ ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କମିଟି ସଦସ୍ୟମାନେ ଦାବି କରଛନ୍ତି। ଏ ସମ୍ପର୍କରେ ବିଇଓ ବିନୋଦ ବିହାରୀ ଦିଗାଲଙ୍କ ସହ ଯୋଗାଯୋଗ କରିବାରୁ ସେ ଭୁବନେଶ୍ୱରକୁ ମିଟିଂ ପାଇଁ ଆସିଛନ୍ତି, ଫେରିବା ପରେ ଅଭିଯୋଗର ତଦନ୍ତ କରିବେ ବୋଲି କହିଛନ୍ତି।
Posted inଆମ ଜିଲା ଖବର, କନ୍ଧମାଳ View All
ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ
ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...
ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ
ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...
ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍ ଗଲେ ମହିଳା ଅଭିଯୁକ୍ତ
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...
ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ
ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...
ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ
ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...
ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...
ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…
ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...
ବିଦ୍ୟୁତ୍ ଜରିମାନା ମାମଲା ବଢୁଛି : ଲୋକ ଅଦାଲତରେ ୨୨୨ ମାମଲା ଫଇସଲା
ଭଞ୍ଜନଗର,୧୩ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୋର୍ଟରେ ଶନିବାର ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୪୨୨ଟି ମାମଲାରେ ଶୁଣାଣି ହୋଇ ୨୨୭...
Archives


