ଫିରିଙ୍ଗିଆ,୪ା୧୨: ଫିରିଙ୍ଗିଆ ବ୍ଲକ ଗେରୁପଡା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସ୍କୁଲ ପରିଚାଳନା କମିଟିକୁ ଅଣଦେଖା କରୁଥିବା ଅଭିଯୋଗ ହୋଇଛି ା ପରିଚାଳନା କମିଟିର ସଦସ୍ୟମାନେ ଏ ନେଇ ବ୍ଲକ ଶିକ୍ଷାଧିକାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି। ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ଏ ପର୍ଯ୍ୟନ୍ତ ବହି ଦିଆଯାଇ ନ ଥିବା ବେଳେ ପ୍ରଧାନଶିକ୍ଷକ ବହି ସବୁ ବଜାରରେ ବିକ୍ରି କରିଦେଇଥିବା ଅଭିଯୋଗ ହୋଇଛି। ମଧ୍ୟାହ୍ନ ଭୋଜନ ପାଇଁ କେତେ ଚାଉଳ ଆସୁଛି ତାହାର ସୂଚନା ଦିଆଯାଉନି। ଏ ସମ୍ପର୍କରେ ପଚାରିଲେ ପ୍ରଧାନଶିକ୍ଷକ କମିଟି ସଦସ୍ୟମାନଙ୍କୁ ଦୁର୍ବ୍ୟବହାର କରୁଥିବା ଅଭିଯୋଗ ହୋଇଛି। ତେଣୁ ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କମିଟି ସଦସ୍ୟମାନେ ଦାବି କରଛନ୍ତି। ଏ ସମ୍ପର୍କରେ ବିଇଓ ବିନୋଦ ବିହାରୀ ଦିଗାଲଙ୍କ ସହ ଯୋଗାଯୋଗ କରିବାରୁ ସେ ଭୁବନେଶ୍ୱରକୁ ମିଟିଂ ପାଇଁ ଆସିଛନ୍ତି, ଫେରିବା ପରେ ଅଭିଯୋଗର ତଦନ୍ତ କରିବେ ବୋଲି କହିଛନ୍ତି।
Posted inଆମ ଜିଲା ଖବର, କନ୍ଧମାଳ View All
ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ
କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…
ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ
ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…
ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍ ଲଗାଇବାକୁ ଚାଷୀଙ୍କ ଦାବି
ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…
କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍
ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…
ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର
ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…
ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି
ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…
ଅବପାତ ମୁକାବିଲା ପାଇଁ ଜିଲା ପ୍ରଶାସନର ବ୍ୟାପକ ପଦକ୍ଷେପ, ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର
ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁରକ୍ଷା ଓ ଜରୁରୀ ସେବା ସୁନିଶ୍ଚିତ କରିବା…
ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ
ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

