ପ୍ରବନ୍ଧ ଲେଖିବାକୁ କହିଲେ ପ୍ରଫେସର: ଖାଲି କାଗଜ ଧରାଇଲେ ଛାତ୍ରୀ ମିଳିଲା ଫୁଲ୍‌ ମାର୍କ

ଜାପାନ ଯୁନୁଭର୍ସିଟିର ଜଣେ ଛାତ୍ରୀ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେଉଛନ୍ତି। ଗବେଷଣାରତ ଏହି ଛାତ୍ରୀ ଜଣଙ୍କୁ ପ୍ରଫେସର ପ୍ରବନ୍ଧ ଲେଖିବାକୁ କହିଥିଲେ। ହେଲେ ଛାତ୍ରୀ ଜଣଙ୍କ ଶେଷରେ ପ୍ରଫେସରଙ୍କୁ ଖାଲି କାଗଜ ଧରାଇ ଦେଇଥିଲେ। ଯାହାକୁ ଦେଖି ପ୍ରଫେସର ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ। ହେଲେ ସେ ସେହି ସାଦା କାଗଜଟିକୁ ଯେତେବେଳେ ନିଆଁ ସାମ୍ନାରେ ଦେଖାଇଥିଲେ ସେଥିରେ ସବୁ ଅକ୍ଷର ସ୍ପଷ୍ଟ ଜଣାପଡିଥିଲା। କାରଣ ଛାତ୍ରୀ ଏମି ହାଗା ଅଦୃଶ୍ୟ କାଳିରେ ପ୍ରବନ୍ଧଟି ଲେଖିଥିଲେ। ଆଉ ଏହାକୁ ଦେଖିବା ପରେ ତାଙ୍କୁ ଫୁଲ୍‌ ମାର୍କ ଦିଆଯାଇଥିଲା। ଛାତ୍ରୀ ଜଣକ ଇତିହାସ ବିଭାଗର ହୋଇଥିବା ବେଳେ ନିକଟରେ ସେ ନିଂଜା ମ୍ୟୁଜିୟମ ବୁଲି ଯାଇଥିଲେ। ଆଉ ଏହାରି ଉପରେ ପ୍ରବନ୍ଧ ଲେଖିବାକୁ ପ୍ରଫେସର ତାଙ୍କୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ ପାଇଁ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri