ପ୍ରବଳ ବର୍ଷା ଯୋଗୁ ଭାସିଗଲା ପିକ୍‌ଅପ୍‌ ଭ୍ୟାନ୍‌

ଜୟପୁର,୨୯।୭(ଡି.ଏନ୍‌.ଏ.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ଅନ୍ତର୍ଗତ ମାଳଦା ପଞ୍ଚାୟତ କେଲାରୀ ରୋଡ୍‌ରେ ପ୍ରବଳ ବର୍ଷା ଯୋଗୁ ସୋମବାର ସକାଳେ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଭାସିଯାଇଛି। ଗ୍ରାମବାସୀଙ୍କ ସହଯୋଗରେ ଉଦ୍ଧାରକାର୍ଯ୍ୟ ଜାରି ରହିଥିବାବେଳେ ଏଥିରେ କିଛି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡିଛି। ତେବେ ଗାଡ଼ିଟି କେଉଁ ସ୍ଥାନର ଅଛି ତାହା ଜଣାପଡ଼ି ନାହିଁ। ଅନ୍ୟପଟେ ପ୍ରବଳ ବର୍ଷା ଯୋଗୁ କେଲାରୀରୁ ମାଲଦା ଯୋଗାଯୋଗ ବିଚ୍ଛିନ୍ନ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri