ପ୍ରବାଦ ପୁରୁଷ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି

ସଜନାଗଡ଼,୧୭ା୪(ଡି.ଏନ୍‌.ଏ.): ଆଜି ଅର୍ଥାତ୍‌ ଶୁକ୍ରବାର ପ୍ରବାଦ ପୁରୁଷ ତଥା ବରିଷ୍ଠ ଜନନାୟକ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ସାମାଜିକ ଦୂରତ୍ୱ ରକ୍ଷାକରି ନୀଳଗିରିର ବିଧାୟକ ଇଂ ସୁକାନ୍ତ କୁମାର ନାୟକ ଓ ତାଙ୍କର ସହଯୋଗୀମାନେ ନୀଳଗିରି ବସଷ୍ଟାଣ୍ଡ ବାଇପାସ ଛକଠାରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ନୀଳଗିରି ଏନ୍‌ଏସିର ପୂର୍ବତନ ଅଧ୍ୟକ୍ଷ ରାଧାଗୋବିନ୍ଦ ଖଟୁଆ,ଗଙ୍ଗାଧର ମିଶ୍ର, ମାନିଆ ଦ୍ବିବେଦୀ, ପ୍ରଦୀପ ଆଚାର୍ଯ୍ୟ ପ୍ରମୁଖ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଠିକ ରାତି ୮ଟା…’, ଟ୍ରମ୍ପ ସ୍ଥିର କଲେ ସମୟ କେତେବେଳେ ଇରାନ ଉପରେ କରିବେ ସବୁଠାରୁ ବଡ଼ ଆକ୍ରମଣ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦ ଆହୁରି ତୀବ୍ର ହେବାରେ ଲାଗିଛି। ହର୍ମୁଜ ପ୍ରଣାଳୀକୁ ନେଇ ୱାଶିଂଟନ ଏବଂ ତେହରାନ ମଧ୍ୟରେ ଅଚଳାବସ୍ଥା…

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri