ପ୍ରବାସୀଙ୍କ ପାଇଁ ସାମଗ୍ରୀ ବୋହିଲେ ପ୍ରଶାସନିକ ଅଧିକାରୀ

ଜୁନାଗଡ଼,୨୮।୫(ଡି.ଏନ୍‌.ଏ.)-କୋଭିଡ-୧୯କୁ ମୁକାବିଲା କରିବା ପାଇଁ ଜୁନାଗଡ ବ୍ଲକ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ବିଡିଓଙ୍କ ସମେତ ବ୍ଲକର ସମସ୍ତ କର୍ମଚାରୀ ଏହି କାମରେ ନିୟୋଜିତ ରହିଛନ୍ତି। ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର (ଟିଏମସି)ରେ ରହିଥିବା ପ୍ରବାସୀମାନଙ୍କୁ ବ୍ଲକ ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରକାର ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ସହ ଖାଦ୍ୟ ଯୋଗାଣର ବ୍ୟବସ୍ଥା କରାଯାଇଛି। ଏହି ପରିପ୍ରେକ୍ଷୀରେ ଜୁନାଗଡ କନ୍ୟାଶ୍ରମ ପ୍ରବାସୀମାନଙ୍କ ପାଇଁ ଗୁରୁବାର ବିଭିନ୍ନ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ଅଣାଯାଇଥିଲା ା ଗାଡ଼ିରୁ ସେହି ସାମଗ୍ରୀଗୁଡିକ ଓହ୍ଲାଇବା ପାଇଁ କୌଣସି ଶ୍ରମିକ ମିଳି ନ ଥିଲେ ା ଶେଷରେ ସେଠାରେ ଉପସ୍ଥିତ ଥିବା ବିଡିଓ ଦୁଲାରାମ ମାରାଣ୍ଡି, ବିଏସ୍‌ଏସ୍‌ଓ ତୁଷାର ରଞ୍ଜନ ସାହୁ,ଏପିଓ ମାନସ ରଞ୍ଜନ ଭୋଇ ପ୍ରମୁଖ ଉକ୍ତ ସାମଗ୍ରୀ ଗାଡ଼ିରୁ ଓହ୍ଲାଇ ନିଜ କାନ୍ଧରେ ବୋହି କେନ୍ଦ୍ରକୁ ନେଉଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ: ୯୦% ରଖିଥିବା ୮୪ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲ ଠାରେ ଶନିବାର ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ-୨୦୨୬ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ପ୍ରଗତି ଶିକ୍ଷାନୁଷ୍ଠାନର ୯୦%ରୁ…

ଗୁଣାତ୍ମକ ଶିକ୍ଷା,ଅକ୍ଲାନ୍ତ ପରିଶ୍ରମ ଆଣିଦେଲା ସଫଳତା, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଚଳିତ ଦ୍ଵାଦଶ ବୋର୍ଡ ପରୀକ୍ଷାରେ ଛାତ୍ରୀଛାତ୍ର ମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି।…

ଥୁଆମୂଳ ରାମପୁରରେ ‘ସମାଧାନ ସମାରୋହ-୨୦୨୬’ ପ୍ରସ୍ତୁତି ବୈଠକ: ସୁପ୍ରିମ କୋର୍ଟଙ୍କ ବିଶେଷ ଲୋକ ଅଦାଲତ ନେଇ ସଚେତନତା…

ଥୁଆମୂଳ ରାମପୁର, ୨୩।୫(ଦୁର୍ଗା କୀର୍ତ୍ତି): ସାଧାରଣ ଜନତାଙ୍କୁ ସହଜ ଓ ତ୍ୱରିତ ନ୍ୟାୟ ପ୍ରଦାନ କରିବା ଲକ୍ଷ୍ୟରେ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ (ସୁପ୍ରିମ କୋର୍ଟ)ଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶନାରେ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri