ପ୍ରବାସୀଙ୍କୁ କ୍ୱାରାଣ୍ଟାଇନ୍‌କୁ ପଠାଗଲା

ଛତ୍ରପୁର,୩୦ା୫(ଡି.ଏନ୍‌.ଏ.)-ସୁରଟରୁ ବାଲେଶ୍ୱର ଯାଉଥିବା ଟ୍ରେନ୍‌ ଚେନ ପୁଲିଂ କରି ଛତ୍ରପୁର ଷ୍ଟେଶନ ନିକଟରେ ୧୫୩୪ ପ୍ରବାସୀ ଶୁକ୍ରବାର ସନ୍ଧ୍ୟାରେ ଓହ୍ଲାଇ ପଡ଼ିଥିଲେ। ଘଟଣା ସ୍ଥଳରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଏସ୍‌ପି ବ୍ରିଜେଶ କୁମାର ରୟ, ପୋଲିସ, ଆରପିଏଫ ଓ ପ୍ରଶାସନିକ ଅଧିକାରୀ ପହଞ୍ଚି ପ୍ରବାସୀଙ୍କୁ ବୁଝାଶୁଝା କରିଥିଲେ । ପରେ ଏଣେତେଣେ ବୁଲୁଥିବା ୧୫୩୪ ପ୍ରବାସୀଙ୍କୁ ଉଦ୍ଧାର କରଯାଇଥିଲା। ରାତି ସାରା ଉଦ୍ଧାର ଓ ଥଇଥାନ କାର୍ଯ୍ୟ ଚାଲିଥିଲା ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଆରଟିଓ ସଞ୍ଜୟ ବିଶ୍ୱାଳ ୨୭ ବସ୍‌ ଯୋଗେ ସମସ୍ତଙ୍କୁ ନିଜ ନିଜ ଅଞ୍ଚଳର କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ପଠାଯାଇଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri