ପ୍ରଭାବଶାଳୀ ମହିଳା ଭୂମିକାରେ ନଜର ଆସିବେ ସୁସ୍ମିତା

ପ୍ରଥମଥର ପାଇଁ ଡିଜିଟାଲ ପ୍ଲାଟଫର୍ମକୁ ଓହ୍ଲାଇଛନ୍ତି ଅଭିନେତ୍ରୀ ସୁସ୍ମିତା ସେନ। ତାଙ୍କ ଅଭିନୀତ ୱେବ ସିରିଜ ‘ଆର୍ଯ୍ୟ’ର ଟ୍ରେଲର ରିଲିଜ ହୋଇଯାଇଛି। ଏଥିରେ ସେ ଜଣେ ପ୍ରଭାବଶାଳୀ ମହିଳା ଭୂମିକାରେ ଅଭିନୟ କରିଛନ୍ତି। ଦୀର୍ଘ ୫ ବର୍ଷ ପରେ ଅଭିନୟ ଜଗତକୁ ଫେରିଥିବା ସୁସ୍ମିତାଙ୍କୁ ପ୍ରଥମଥର ପାଇଁ ଦର୍ଶକ ଏଭଳି ଚରିତ୍ରରେ ଦେଖିବାକୁ ପାଇବେ। ଏହି ସିରିଜରେ ଅଭିନେତା ଚନ୍ଦ୍ରଚୁର ସିଂହ ସୁସ୍ମିତାଙ୍କ ସ୍ବାମୀଙ୍କ ଭୂମିକାରେ ନଜର ଆସିଛନ୍ତି। ‘ନୀରଜା’ ଚଳଚ୍ଚିତ୍ରର ନିର୍ଦ୍ଦେଶକ ରାମ ମାଧବନୀ ଏହି ୱେବ ସିରିଜର ନିର୍ଦ୍ଦେଶନା ଦେବା ସହ ଏହାର କାହାଣୀ ମଧ୍ୟ ଲେଖିଛନ୍ତି। ‘ଆର୍ଯ୍ୟ’ ହେଉଛି ଜଣେ ମହିଳାଙ୍କ ସଂଘର୍ଷର କାହାଣୀ। ଏହି ୱେବ ସିରିଜରେ ସୁସ୍ମିତା ସେନ ଏବଂ ଚନ୍ଦ୍ରଚୁର ସିଂହଙ୍କ ବ୍ୟତୀତ ସିକନ୍ଦର ଖେର, ଆଲେକ୍ସ ଓନେଲ, ନମିତ ଦାସ, ମନୀଷ ଚୌଧୁରୀ, ବିରେନ ଭାଜିରାନି ପ୍ରମୁଖ ଅଭିନୟ କରିଛନ୍ତି। ଜୁନ ୧୯ରେ ହଟଷ୍ଟାରରେ ଏହା ପ୍ରସାରିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପେଲେଟ୍ ଗନ୍ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ, SOP ନେଇ କେନ୍ଦ୍ରକୁ…

ନୂଆଦିଲ୍ଲୀ,୩୦।୭: ସୁପ୍ରିମକୋର୍ଟ ପେଲେଟ୍ ଗନ୍ ବ୍ୟବହାର ନେଇ SOP ସମ୍ପର୍କରେ କେନ୍ଦ୍ର ସରକାରଙ୍କ ଠାରୁ ଜବାବ ମାଗିଛନ୍ତି । କୋର୍ଟ ସୂଚିତ କରିଥିଲେ ଯେ ପେଲେଟ୍ ଗନ୍…

ଶ୍ରାବଣ ମାସ ପାଇଁ ଚଳଚଞ୍ଚଳ ଗାଁଠୁ ସହର: ଆଖଣ୍ଡଳମଣି ପୀଠ ସହ ଋଷିକୂଲ୍ୟା ନଦୀ ଘାଟ ସଫେଇ କଲେ ଯୁବଗୋଷ୍ଠୀ

ଗଞ୍ଜାମ,୩୦।୭(ବିଦ୍ୟାଧର ସାହୁ ): ଆସିଗଲା ଶ୍ରାବଣ ମାସ । ଜଳ ଭାର ନେଇ ବିଭିନ୍ନ ଶୈବ ପୀଠ ମୁଖେ ବାହାରିବେ କାଉଡିଆ । ଭୋଲ ବମ ହରହର…

ମହିଳା ସଶକ୍ତିକରଣ ସମ୍ପର୍କିତ ‘ଶକ୍ତିଶ୍ରୀ’ କର୍ମଶାଳା

ଦିଗପହଣ୍ଡି,୩୦ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ ମହିଳା ସଶକ୍ତିକରଣ ସମ୍ପର୍କିତ ଶକ୍ତିଶ୍ରୀ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ…

ମଦରେ ବିଷ ମିଶାଇ ସ୍ବାମୀଙ୍କୁ ହତ୍ୟା; ୧୨ ଫୁଟ୍ ଗଭୀର ଗାତରେ ପୋତିଦେଲେ, ୨ ବର୍ଷ ପରେ ଖୋଲିଲା

ଗାନ୍ଧୀନଗର,୩୦।୭: ଚଳଚ୍ଚିତ୍ରଗୁଡ଼ିକ ମନୋରଞ୍ଜନ ପାଇଁ ପ୍ରସ୍ତୁତ ହୋଇଥିବା ବେଳେ କିଛି ଚତୁର ବ୍ୟକ୍ତି ଏହାକୁ ଆଧାର କରି ଅପରାଧ ଘଟାଇବା ପାଇଁ ନୂତନ ଉପାୟ ବାହାର କରିଛନ୍ତି।…

ଧୋଇନେଲା ଆପ୍ରୋଚ୍‌ ରାସ୍ତା: ୮ ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ୩ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲା ଜରୁରିକାଳୀନ ପରିଚାଳନା…

ଶୌଚ ସାରି ଫେରୁଥିଲେ ରୁକୁଣୀ, ହଠାତ୍‌ ଉପରେ ପଡ଼ିଲା କାନ୍ଥ: ଆଉ ତା’ପରେ…

ଗୁଣପୁର, ୩୦।୭( ସୁଜାତା ପାଢ଼ୀ): ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଲକ ଅମ୍ବାଦଳା ଥାନା ଅଧିନ ବାଘ ଡ଼ଙ୍ଗରି ଗ୍ରାମର ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଷୁଡି ପଡିବା…

ସହକାରୀ ଶିକ୍ଷକରୁ ପ୍ରଧାନଶିକ୍ଷକ ଭାବେ ବଦଳି ହେଲେ ପଦ୍ମନ ଶବର, ଭାବବିହ୍ବଳ ହୋଇ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ସହକାରୀ ଶିକ୍ଷକ ପଦ୍ମନ ଶବରଙ୍କୁ ବୁଧବାର ବିଦ୍ୟାଳୟ ପକ୍ଷରୁ ବଦଳିକାଳୀନ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ବାଏ ବାଏ କହିଲେ ଏହି ମହାନ କ୍ରିକେଟର୍‌: ଭାବପ୍ରବଣ ହୋଇ ନେଲେ ବିଦାୟ

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଜଣେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ଟେଷ୍ଟ ବିଶେଷଜ୍ଞ ଭାବରେ ବିବେଚିତ ଅଜିଙ୍କେ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରାହାଣେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri