ପ୍ରଭୁଙ୍କର ପ୍ରିୟ ଅରୁଆ ପଖାଳ

‘ଯଥା ଦେହେ ତଥା ଦେବେ’ କର୍ମକାଣ୍ଡ ବିଜ୍ଞାନର ଏହି ରହସ୍ୟକୁ ଆଧାର କରି ମହାପ୍ରଭୁଙ୍କର ଉପାସନା ପ୍ରଚଳିତ। ଏହା ମଧ୍ୟ ଆମର ସନାତନ ପରମ୍ପରା ସ୍ବୀକୃତ। ଓଡିଆ ପରମ୍ପରାରେ ଖାଦ୍ୟର ଯେଉଁ ବିଶେଷତ୍ୱ ରହିଛି ତାହା ମଧ୍ୟରୁ ପଖାଳ ଅନ୍ୟତମ। ଲୋକଜୀବନରେ ଉଷୁନା ପଖାଳ ଓ ଅରୁଆ ପଖାଳ ପାଞ୍ଚଟି ନାମ ଧାରଣ କରିଛି। ମହାପ୍ରଭୁଙ୍କ ଉପାସନାରେ କେବଳ ଅରୁଆ ପଖାଳ ପ୍ରଚଳନର ବ୍ୟବସ୍ଥା ରହିଛି। ଆଠକାଳୀ ବାରମାସୀ ପଖାଳ ପରମ୍ପରା ପ୍ରଚଳିତ ଥିବା ବେଳେ ମହାପ୍ରଭୁଙ୍କ ସେବାରେ ମଧ୍ୟ ସବୁ ଋତୁରେ ବାରମାସ ଏହି ପରମ୍ପରା ଦେଖାଯାଏ। ସାଧାରଣ ଲୋକଟିଏ ଯେପରି ପଖାଳ ପ୍ରିୟ, ମହାପ୍ରଭୁଙ୍କ ଉପାସନାକୁ ଲକ୍ଷ୍ୟ କଲେ ଜଣାପଡୁଛି ମହାପ୍ରଭୁ ମଧ୍ୟ ପଖାଳ ପ୍ରିୟ। ସାଧାରଣ ଜୀବନରେ ଆବଶ୍ୟକତା ଅନୁଯାୟୀ ମଣିଷଟିଏ ଦିନରେ ଓ ରାତିରେ ପଖାଳ ଗ୍ରହଣ କରୁଥିବାବେଳେ ମହାପ୍ରଭୁ କେବଳ ସନ୍ଧ୍ୟା ଧୂପରେ ପଖାଳ ଭୋଗ ଗ୍ରହଣ କରନ୍ତି। ପ୍ରକାରଭେଦରେ ଏଗୁଡିକ ବିଭିନ୍ନ ପ୍ରକାରର ହୋଇଥାଏ। ଅଦା ପକାଯାଇ ଚିପୁଡା ପଖାଳ,ଟଭାରେ ଟଭା ପଖାଳ, ଜୀରା ଅଦା ଓ ମସଲା ଦ୍ୱାରା ପ୍ରସ୍ତୁତ ସୁବାସିତ ପଖାଳ ଓ ଦହିରେ ହୋଇଥାଏ ଦହି ପଖାଳ। ଶ୍ରୀଗୁଣ୍ଡିଠାରୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ସମୟକୁ ଛାଡିଦେଲେ ବାକି ବର୍ଷର ସମସ୍ତ ଦିନରେ ଦାରୂଦିଅଁ ପଖାଳରେ ଆତ୍ମସନ୍ତୋଷ ପାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ 29 ବଲ ରୁ 94 ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ 15 ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

ଯୁବ ବିଜେଡି ଜିଲା ସଭାପତିଙ୍କ ଘରକୁ ଗୁଳି

ସୋନପୁର/ବିନିକା,୨୧।୬ (ମୃତ୍ୟୁଞ୍ଜୟ ଶତପଥୀ/ରାମଗୋପାଳ ବାଘ): ସୁବର୍ଣ୍ଣପୁର ଯୁବ ବିଜେଡି ଜିଲା ସଭାପତି ତଥା ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦଙ୍କ ଘର ଓ କାରକୁ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri