Posted inଖେଳ

ପ୍ରମିଳାଙ୍କୁ ରୌପ୍ୟ ପଦକ

ଭୁବନେଶ୍ୱର, ୨୭।୨(କ୍ରୀଡ଼ା ପ୍ରତିନିଧି)- ଚଳିତ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପାଇଁ ପ୍ରଥମ ପଦକ ଜିତିଛନ୍ତି ପ୍ରମିଳା କିର୍ସାନୀ। ସିନିୟର ମହିଳା ୫୫ କେଜି ଇଭେଣ୍ଟରେ ପ୍ରମିଳା ରୌପ୍ୟ ପଦକ ହାସଲ କରିଛନ୍ତି। ସେ ସ୍ନାଚ୍‌ରେ ୭୧ ଓ କ୍ଲିନ୍‌ ଆଣ୍ଡ ଜର୍କରେ ୯୧ ଏହିପରି ମୋଟ ୧୬୨ କେଜି ଭାର ଉଠାଇ ରୌପ୍ୟ ପଦକ ହାସଲ କରିଛନ୍ତି। ଉତ୍ତର ପ୍ରଦେଶ ଭିବିଏସ ପୂର୍ବାଞ୍ଚଳ ବିଶ୍ୱବିଦ୍ୟାଳୟର ଗୌରୀ ପାଣ୍ଡେ ୧୭୨ (୭୨+୧୦୦) କେଜି ସହ ସ୍ବର୍ଣ୍ଣ ଏବଂ କେରଳ କାଲିକଟ ବିଶ୍ୱବିଦ୍ୟାଳୟର ଅଭିରାମୀ ମାଥ୍ୟୁ ୧୫୭ (୭୧+୮୬) କେଜି ଭାରୋତ୍ତୋଳନ କରି ବ୍ରୋଞ୍ଜ ପଦକ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri