ପ୍ରମୁଖ କମ୍ପାନୀଗୁଡିକର ଯାନ ବିକ୍ରି ହ୍ରାସ

ନୂଆଦିଲ୍ଲୀ,୨-୧୦: ସେପ୍ଟେମ୍ବର ମାସରେ ଦେଶର ପ୍ରମୁଖ ଯାନ ନିର୍ମାତାମାନଙ୍କର ବିକ୍ରି ହ୍ରାସ ଘଟିଛି। ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଏହାର ପ୍ରଭାବ ଦେଶର ଅଟୋମୋବାଇଲ ଶିଳ୍ପ ଉପରେ ପଡିଛି। ଏହି କ୍ରମରେ ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ର ବିକ୍ରି ୩୭.୨୪% ହ୍ରାସ ଘଟିଛି। କମ୍ପାନୀ ସେପ୍ଟେମ୍ବରରେ ୯,୩୦୩ ୟୁନିଟ ଯାନ ବିକିଛି ଯାହା ଗତ ବର୍ଷ ସେପ୍ଟେମ୍ବରରେ ୧୪,୮୨୦ ୟୁନିଟ ରହିଥିଲା। ଏହି ସମୟରେ କମ୍ପାନୀ ବିଦେଶକୁ ୯୪୬ ୟୁନିଟ ଯାନ ରପ୍ତାନି କରିଛି। ପାର୍ବଣ ସମୟରେ ବିକ୍ରିରେ ଉନ୍ନତି ଆସିବା ଆଶା ରହିଥିବା ହୋଣ୍ଡାର କାର୍‌ସର ବରିଷ୍ଠ ଉପସଭାପତି ରାଜେଶ ଗୋଏଲ କହିଛନ୍ତି। ସେହିଭଳି ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରାର ଯାନ ବିକ୍ରି ୨୧% ହ୍ରାସ ଘଟି ୪୩,୩୪୩ ୟୁନିଟ ରହିଛି। ଏହାବାଦ ଅଶୋକ ଲେଲାଣ୍ଡ ବିକ୍ରିରେ ୫୫% ହ୍ରାସ ଘଟି ୮,୭୮୦କୁ ଖସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri