Posted inଖେଳ

ପ୍ରମୋଦ କ୍ୱାର୍ଟର ଫାଇନାଲରେ

ଭୁବନେଶ୍ୱର, ୨୭।୯(କ୍ରୀଡ଼ା ପ୍ରତିନିଧି)- ଚାଇନାର ୟୁହାଙ୍ଗ ହାଙ୍ଗଝୋଉଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ଉଭୟ ସିଙ୍ଗଲ୍ସ ଓ ଡବଲ୍ସ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ଗୁରୁବାର ଅନୁଷ୍ଠିତ ସିଙ୍ଗଲ୍ସର ଦ୍ୱିତୀୟ ରାଉଣ୍ଡରେ ସେ ଫ୍ରାନ୍ସର ମାଥ୍ୟୁ ଥୋମାସଙ୍କୁ ୨୧-୭, ୨୨-୨୦ ପଏଣ୍ଟରେ ହରାଇ ଦେଇଛନ୍ତି। ସେହିପରି ପ୍ରମୋଦ ଓ ମନୋଜ ସରକାରଙ୍କ ଯୋଡ଼ି ଡବଲ୍ସର ଦ୍ୱିତୀୟ ରାଉଣ୍ଡ ମ୍ୟାଚରେ ଚାଇନା ଯୋଡ଼ି ଜିଆଓ ଚେନ୍‌ ଓ ୟୁୟାଙ୍ଗ ଗାଓଙ୍କୁ ୨୧-୭, ୧୪-୨୧, ୨୧-୧୫ ପଏଣ୍ଟରେ ପରାସ୍ତ କରିଛନ୍ତି। ଚାଇନା ଯୋଡ଼ି କଡ଼ା ଟକ୍କର ଦେଇ ଦ୍ୱିତୀୟ ସେଟ୍‌କୁ ଜିତିଥିଲେ ହେଁ ପ୍ରମୋଦ-ମନୋଜ ସଫଳ ପ୍ରତ୍ୟାବର୍ତ୍ତନ କରି ଶେଷ ସେଟ୍‌ ଜିତିବା ସହ କ୍ୱାର୍ଟର ଫାଇନାଲରେ ପହଞ୍ଚତ୍ଛନ୍ତି। ଉଭୟ ସିଙ୍ଗଲ୍ସ ଓ ଡବଲ୍ସ ବିଭାଗର କ୍ୱାର୍ଟର ଫାଇନାଲ ଶୁକ୍ରବାର ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ; ୫ ମୃତ

କୋଲକାତା,୧୭।୮: ପଶ୍ଚିମବଙ୍ଗ ବୀରଭୂମିର ତାରାପୀଠରେ ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପଶ୍ଚିମବଙ୍ଗର ତାରାପୀଠରେ ଏକ ହୋଟେଲରେ…

ଆଜି ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ୪ ଘଣ୍ଟା ପରେ ମହାପ୍ରଭୁ…

ପୁରୀ,୧୭ା୮(ଅଜିତ୍‌ କୁମାର ମହାନ୍ତି): ଶ୍ରାବଣ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି…

ଏଇ ଭାରତରେ

ଭାରତରେ ମଧ୍ୟାହ୍ନଭୋଜନର ପୌଷ୍ଟିକ ଦିଗକୁ ନେଇ ବହୁସମୟରେ ପ୍ରଶ୍ନ ଉଠୁଛି। ଏଥିପାଇଁ ପ୍ରାୟ ସବୁ ସ୍କୁଲରେ ଶିକ୍ଷକମାନେ ଚିନ୍ତାରେ ପଡ଼ୁଛନ୍ତି। ହେଲେ ନାଗାଲାଣ୍ଡ କୋହିମା ଜିଲାର ବିଶ୍ୱେମାର୍‌…

ସୁଖ ପରିଭାଷା

ଡାକ୍ତରୀ ପଢ଼ିବାକୁ ମନା କରିବା ଦ୍ବାରା ମା’ବାପାଙ୍କର ସ୍ବପ୍ନକୁ ଧୂଳିସାତ କରିଦେଇଥିଲେ ମଧ୍ୟ ନିଜ ପସନ୍ଦରେ ଫିଜିକ୍ସ ଅନର୍ସ ରଖି ପଢ଼ିବାର ସୁଯୋଗ ହାସଲ କରିପାରିଥିବାରୁ ବାପୁନ…

କଲରାରେ ଭରି ରହିଛି ଏସବୁ ଉପକାରୀ ଗୁଣ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗ ଦ୍ୱାରା ଆକ୍ରାନ୍ତ ହେବାର ଆଶଙ୍କା ଅଧିକ ରହିଛି। ତେବେ…

ଘରେ ଶୋଇଥିବାବେଳେ ଭୁଶୁଡ଼ିଲା କାନ୍ଥ, ଚାଲିଗଲା ଆଈ-ନାତିଙ୍କ ଜୀବନ, ଶବ୍ଦ ଶୁଣି…

ଜଳେଶ୍ୱର,୧୭ା୮(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ନେତୁଆ ପଞ୍ଚାୟତର କପାସଦା ଗ୍ରାମରେ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ଘଟିଚି। ଘରେ ଶୋଇଥିବା ଅବସ୍ଥାରେ ହଠାତ୍‌…

ତଳକୁ ଚାହିଁବା ହେଉ

ଭାରତରେ ଗଣତନ୍ତ୍ରର ଅର୍ଥ ଓ ବାସ୍ତବତା ମଧ୍ୟରେ ଥିବା ବ୍ୟବଧାନ ସାଧାରଣ ଜନତାଙ୍କୁ ବିସ୍ମିତ କରିଛି । ମୁଷ୍ଟିମେୟ ଶାସକ ଗୋଷ୍ଠୀ ପାଇଁ ଗଣତନ୍ତ୍ର ଆଜି ପାଲଟିଛି…

ସମ୍ବର ପରିବର୍ତ୍ତେ ଡାଲମା

ଅଗଷ୍ଟ ୧୫ରେ ଭାରତ ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରିଛି। ପାରମ୍ପରିକ ଭାବେ ନୂଆଦିଲ୍ଲୀର ଐତିହାସିକ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ସମ୍ବୋଧିତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri