Posted inଖେଳ

ପ୍ରମୋଦ ଶ୍ରେଷ୍ଠ, ଶୁଭମ୍‌ ଇମର୍ଜିଂ

ଭୁବନେଶ୍ୱର, ୭।୮(କ୍ରୀଡ଼ା ପ୍ରତିନିଧି)-ବିଶ୍ୱ ଚାମ୍ପିୟନ ପାରା ବ୍ୟାଡ୍‌ମିଣ୍ଟନ ତାରକା ପ୍ରମୋଦ ଭଗତ ଚଳିତ ବର୍ଷର ସ୍ପୋଟର୍‌ସଲଗ୍‌ଅନ୍‌ ପ୍ଲେୟର ଅଫ୍‌ ଦି ଇୟର ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ସେହିପରି ପାରା ବ୍ୟାଡ୍‌ମିଣ୍ଟନ କୋଚ୍‌ ଶିବ ପ୍ରସାଦ ଦାସ ଶ୍ରେଷ୍ଠ କୋଚ୍‌, ଭାରୋତ୍ତୋଳନ ଓ ଶକ୍ତିଉତ୍ତୋଳନକାରୀ ସୌଭାଗିନୀ ପ୍ରଧାନ (ରାଉତରାୟ) ପ୍ଲେୟର ଅଫ୍‌ ଦି ବାଏଗନ୍‌ ଏରା ପୁରସ୍କାର ପାଇବେ। ଅନ୍ତର୍ଜାତୀୟ ଫୁଟବଲ ଖେଳାଳି ଶୁଭମ୍‌ ଷଡ଼ଙ୍ଗୀ ଇମର୍ଜିଂ ପ୍ଲେୟର ଅଫ୍‌ ଦି ଇୟର ଏବଂ କରାଟେକା ଜସ୍ମିନ ପାର୍ଥସାରଥୀ ମିଶ୍ର କୁମୁଦିନୀ ମିଶ୍ର କ୍ରୀଡ଼ା ପ୍ରତିଭା ପୁରସ୍କାରରେ ସମ୍ମାନିତ ହେବେ। ପୁରସ୍କାର ଆକାରରେ ଏହି ୫ ବିଜେତାଙ୍କୁ ୧ ଲକ୍ଷ ୧୦ ହଜାର ଟଙ୍କା ସହ ଟ୍ରଫି ଏବଂ ଉପଢୌକନ ପ୍ରଦାନ କରାଯାଇ ସମ୍ମାନିତ କରାଯିବ। ଆସନ୍ତା ୧୧ ତାରିଖରେ ଏହି ପୁରସ୍କାର ପ୍ରଦାନ ଉତ୍ସବ ଅନୁଷ୍ଠିତ ହେବ। ପ୍ରକାଶ ଯୋଗ୍ୟ ଯେ, ରାଜ୍ୟର କ୍ରୀଡ଼ା କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା କ୍ରୀଡ଼ାବିତ୍‌ ମାନଙ୍କୁ ୨୦୧୧ ମସିହାଠାରୁ ଏହି ପୁରସ୍କାର ପ୍ରଦାନ କରାଯାଇ ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ବଗିଚାରେ କାମ କରୁଥିବା ବେଳେ ୨ ଜଣଙ୍କୁ ଦଳିଦେଲା ଦନ୍ତା, ଜଣଙ୍କୁ ଦଳିଲା….

ଦିଗପହଣ୍ଡି,୨୨।୨(ଅଶେଷ ନାଥ ମିଶ୍ର): ଜଲମେରିପଲ୍ଲୀରେ ୨ ଜଣଙ୍କୁ ଦଳିଦେଲା ଦନ୍ତା । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ…

ବିବାହ ପଞ୍ଜୀକରଣ ପୂର୍ବରୁ ମା’ବାପାଙ୍କୁ ଜଣାଇବେ ପିଲା

ଗାନ୍ଧୀନଗର,୨୨।୨: ବିବାହ ପଞ୍ଜୀକରଣ ପୂର୍ବରୁ ଦମ୍ପତି ସେମାନଙ୍କ ମା’ବାପାଙ୍କୁ ଜଣାଇବା ବାଧ୍ୟତାମୂଳକ ହେବ। ଗୁଜରାଟ ସରକାର ବିବାହ ପଞ୍ଜୀକରଣ ନିୟମାବଳୀରେ ସଂଶୋଧନ ପାଇଁ ବିଧାନସଭାରେ ଶୁକ୍ରବାର ପ୍ରସ୍ତାବ…

IND vs PAK: ସେମିଫାଇନାଲରେ ଭାରତକୁ ହରାଇବ ପାକିସ୍ତାନ? ଦାବି କରି ହସିଲେ ପାକିସ୍ତାନୀ ଦିଗଜ୍ଜ; ଦେଖନ୍ତୁ ଭିଡିଓ

ଇସଲାମବାଦ,୨୨।୨: ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ପାକିସ୍ତାନ ଭାରତକୁ ପରାସ୍ତ କରିବ। ଟିମ ଇଣ୍ଡିଆ ସେମିଫାଇନାଲରେ ମଧ୍ୟ ପହଞ୍ଚିପାରିବ ନାହିଁ। ପାକିସ୍ତାନ ପକ୍ଷରୁ ଏପରି ବଡ଼ ଦାବି…

ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….

ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ବର୍ଡରରେ ପାକିସ୍ତାନର ବଡ଼ ଏୟାରଷ୍ଟ୍ରାଇକ୍‌, ସକାଳୁ ସକାଳୁ ଥରିଲା…

ଇସଲାମବାଦ,୨୨।୨: ପାକିସ୍ତାନର ବଡ଼ ଏୟାର ଷ୍ଟ୍ରାଇକ୍‌। ଆଫଗାନିସ୍ତାନରେ ପାକିସ୍ତାନ ବଡ଼ ଷ୍ଟ୍ରାଇକ୍‌ କରିଥିବା ସମ୍ପର୍କରେ ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ ପାକିସ୍ତାନୀ ବାୟୁସେନା ଆଫଗାନିସ୍ତାନର ପାକତିକା ପ୍ରଦେଶର…

ଜଳିଗଲା ବଡ଼ପଡ଼ିଆ ପରିବା ମାର୍କେଟ୍, ୬୫ ରୁ ଅଧିକ ଦୋକାନ ପୋଡ଼ି ପାଉଁଶ

ପାରାଦୀପ,୨୨।୨(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ବନ୍ଦର ସହର ବଡପଡିଆ ମୁଖ୍ୟ ପରିବା ମାର୍କେଟରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି ।ଏଥିରେ ୬୫ ରୁ ଅଧିକ…

ଭାରତୀୟ ବ୍ୟବସାୟୀଙ୍କୁ ଆଶ୍ବସ୍ତି; ଶସ୍ତା ହେବ ଆମେରିକା ବଜାରକୁ ଯାଉଥିବା ସାମଗ୍ରୀ

ଓ୍ବାଶିଂଟନ୍‌,୨୨।୨: ଆମେରିକା ସୁପ୍ରିମକୋର୍ଟରୁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା । ଟାରିଫକୁ ସୁପ୍ରିମକୋର୍ଟ ବେଆଇନ କହିବା ପରେ ବଢ଼ିଲା ଟ୍ରମ୍ପଙ୍କ ଅଡୁଆ । ଭାରତ ଉପରେ ୧୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri