Posted inଖେଳ

ପ୍ରମୋଦଙ୍କୁ ହରାଇବା କଷ୍ଟକର: ଦିଲ୍ଲେଶ୍ୱର

ଭୁବନେଶ୍ୱର, ୩୦।୮- ପ୍ରମୋଦଙ୍କୁ ଏବେ ହରାଇବା କଷ୍ଟକର ବୋଲି ତାଙ୍କ ଡବଲ୍ସ ପାର୍ଟନର ଦିଲ୍ଲେଶ୍ୱର ରାଓ କହିଛନ୍ତି। ଏବେ ସେ ଯେଉଁ ଫର୍ମରେ ଅଛନ୍ତି ତାଙ୍କୁ ବିଶ୍ୱର କୌଣସି ଖେଳାଳି ହରାଇବା ନିଶ୍ଚିତ ଭାବେ କଷ୍ଟକର। ବିଭିନ୍ନ ରାଜ୍ୟ ଓ ଜାତୀୟସ୍ତରୀୟ ଟୁର୍ନାମେଣ୍ଟରେ ଦିଲ୍ଲେଶ୍ୱର ପ୍ରମୋଦଙ୍କ ସହ ଖେଳି ସଫଳତା ପାଇଛନ୍ତି। ସେ ନିଜର କଠିନ ପରିଶ୍ରମ ଓ ଖେଳିବାର ଆଗ୍ରହକୁ କେବେ ଛାଡି ନାହାନ୍ତି। ସେ ପୂର୍ବରୁ ୧ ନମ୍ବର ଖେଳାଳି ଥିଲେ ଓ ଏବେ ମଧ୍ୟ ରହିଛନ୍ତି ବୋଲି ଦିଲ୍ଲେଶ୍ୱର କହିଛନ୍ତି। ତେବେ ଖେଳିବା ବେଳେ ସେ ଯଦି ଅଧିକ ସିରିୟସ ହେବେ ତାହେଲେ ସେ ତ୍ରୁଟି କରିବେ। ନିଜର ସ୍ବାଭାବିକ ଖେଳ ପ୍ରଦର୍ଶନ କଲେ ସେ ସଫଳ ହେବେ ବୋଲି ଦିଲ୍ଲେଶ୍ୱର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?