Posted inଜାତୀୟ

ପ୍ରଶାନ୍ତ କିଶୋର ଓ ପଓ୍ବନ ଶର୍ମା ଜେଡିୟୁରୁ ବହିଷ୍କୃତ

ପାଟନା,୨୯।୧: ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ସୁପ୍ରିମୋ ନୀତୀଶ କୁମାର ବୁଧବାର ଦଳର ଦୁଇ ବରିଷ୍ଠ ନେତାଙ୍କୁ ବହିଷ୍କୃତ କରିଛନ୍ତି। ଦଳ ବିରୋଧୀ କାର୍ଯ୍ୟ କରିବା ଅଭିଯୋଗରେ ଉପାଧ୍ୟକ୍ଷ ପ୍ରଶାନ୍ତ କିଶୋର ଓ ପଓ୍ବନ କୁମାର ବର୍ମାଙ୍କୁ ବହିଷ୍କାର କରିବା ସହ ଦଳର ସମସ୍ତ ଦାୟିତ୍ୱରୁ ମୁକ୍ତ କରିଛନ୍ତି। ସୂଚନାଯୋଗ୍ୟ, ଦିଲ୍ଲୀ ନିର୍ବାଚନରେ ଭାଜପା ସହ ଜେଡିୟୁର ମେଣ୍ଟକୁ ନେଇ ପଓ୍ବନ ପ୍ରଶ୍ନ ଉଠାଇଥିଲେ। ଅପରପକ୍ଷେ ନିର୍ବାଚନର ରଣନୀତିକାର ପ୍ରଶାନ୍ତ କିଶୋର ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ), ଏନ୍‌ଆରସି ଓ ଏନ୍‌ପିଆର ପ୍ରସଙ୍ଗକୁ ନେଇ ଲଗାତର ଟୁଇଟ କରି ଚର୍ଚ୍ଚାକୁ ଆସିଥିଲେ। ମଙ୍ଗଳବାର ପାଟନାରେ ହୋଇଥିବା ଦଳୀୟ ବୈଠକରେ ନୀତୀଶ ପ୍ରଶାନ୍ତଙ୍କ ଟୁଇଟକୁ ନେଇ ପ୍ରଶ୍ନ ଉଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

SIRର ଲକ୍ଷ୍ୟ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ: ପ୍ରତି ଘରକୁ ୩ ଥର ଯିବେ ବିଏଲଓ

ଭଞ୍ଜନଗର,୩୦।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସଆଇଆର ଉପରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଏନେଇ ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ଶନିବାର ଏକ…

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

କକ୍ରୋଚ ଜନତା ପାର୍ଟିକୁ ନେଇ ଆସିଲା RSSର ପ୍ରଥମ ପ୍ରତିକ୍ରିୟା: ‘ଜେନ Z’ ଆଶାବାଦୀ..

ନାଗପୁର,୩୦।୫: ‘କକ୍ରୋଚ ଜନତା ପାର୍ଟି’ ସମ୍ପର୍କରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାରତୀୟ ଗଣତନ୍ତ୍ର ସମସ୍ତ ସ୍ବର ଏବଂ ଭାବନାକୁ ଗ୍ରହଣ…

ଖୋଲିବ ହର୍ମୁଜ ପ୍ରଣାଳୀର ତାଲା! ଦ୍ରୁତ ଗତିରେ ଚାଲିବ ଭାରତୀୟ ଜାହାଜ, ଖୁସିରେ ସର୍ବନିମ୍ନ ସ୍ତରକୁ ଖସିଲା…

ନୂଆଦିଲ୍ଲୀ,୩୦।୫: ଖୁସି ଖବର! ଇନ୍ଧନ ସଙ୍କଟ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି। ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିଚୁକ୍ତିର ସମ୍ଭାବନା ଦ୍ରୁତ ଗତିରେ ବୃଦ୍ଧି ପାଉଛି…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri