Posted inଖେଳ

ପ୍ରସ୍ତୁତି ଭଲ ହୋଇଛି: ଟେବାର

ଭୁବନେଶ୍ୱର, ୧୭।୧୦(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶାରେ ଆମକୁ ଯେପରି ସ୍ବାଗତ କରାଯାଇଛି ଏବଂ ଆତିଥେୟତା ମିଳିଛି ସେଥିରେ ମୁଁ ବହୁତ ଖୁସି। ନୂଆ, କ୍ଲବ, ନୂଆ ସହରରେ ଆମେ ଖୁବ୍‌ ଉତ୍ସାହିତ। କୋଚ୍‌ ଗାମ୍ବାଉଙ୍କ ଅଧିନରେ ଆମେ ଗତଥର ମଧ୍ୟ ଖେଳିଥିଲୁ। ତେଣୁ ଏଥର ଆହୁରି ଭଲ ପ୍ରଦର୍ଶନ କରି ଟାଇଟଲ ଜିତିବା ଆମର ମୂଖ୍ୟ ଲକ୍ଷ୍ୟ ହେବ। ଆଗାମୀ ସିଜନ ପାଇଁ ଆମର ପ୍ରସ୍ତୁତି ଭଲ ରହିଛି। ଏଠାରେ ଉପଲବ୍ଧ ଭିତ୍ତିଭୂମି ଏବଂ ସୁବିଧା ସୁଯୋଗ ବହୁତ ଭଲ। ଆମେ ଏବେ ଜାମସେଦପୁର ଏଫସି ବିପକ୍ଷ ପ୍ରଥମ ଗେମ୍‌ ଖେଳିବାକୁ ବ୍ୟଗ୍ରତାର ସହିତ ଅପେକ୍ଷା କରିଛୁ। କଳିଙ୍ଗ ଷ୍ଟାଡିୟମ ଆମପାଇଁ ଶୁଭ ସାବ୍ୟସ୍ତ ହେବା ନେଇ ମଧ୍ୟ ଆଶା ରହିଛି। ଜର୍ସିର ଡିଜାଇନ୍‌ ଏବଂ ରଙ୍ଗରେ ଆମେ ବହୁତ ଖୁସି। ଟିମ୍‌ ପରିବର୍ତ୍ତନ ହେବା ସହିତ କିଟ୍‌ରେ ପରିବର୍ତ୍ତନ ହୋଇଛି। ଏହା ଆମକୁ ଖୁବ୍‌ ପସନ୍ଦ ହୋଇଛି ବୋଲି ପ୍ରକାଶ କରିଛନ୍ତି ଓଡ଼ିଶା ଏଫସିର ସ୍ପାନିଶ୍‌ ଅଧିନାୟକ ମାର୍କୋସ ଟେବାର।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri