Posted inଜାତୀୟ

ପ୍ରେମ ବିବାହ କରିବାରୁ ଝିଅର ତଣ୍ଟିଚିପି ହତ୍ୟା କଲେ ପିତା, ଭାଇ

ପଟିଆଲା, ୧୭।୭: ଝିଅ ନିଜ ଇଚ୍ଛାରେ ବିବାହ କରିବାରୁ ପିତା ଏବଂ ଭାଇ ମିଶି ତାଙ୍କ ତଣ୍ଟି ଚିପି ହତ୍ୟା କରିଛନ୍ତି। ହତ୍ୟା ପରେ ମୃତଦେହକୁ ଶ୍ମଶାନରେ ଅନ୍ତିମ ସଂସ୍କାର ମଧ୍ୟ କରିଦେଇଥିଲେ। ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଲା ବେଳକୁ ମୃତଦେହ ସମ୍ପୂର୍ଣ୍ଣ ଜଳିଯାଇଥିଲା। ଖଣ୍ଡେ ହାଡ ଆଣି ବ୍ୟବଚ୍ଛେଦ ପାଇଁ ପଠାଇଛି। ସୂଚନାଯୋଗ୍ୟ, ପଟିଆଲାର ଘିଓରା ଗ୍ରାମ ନିବାସୀ ମନଜୀତ ସିଂଙ୍କ ଝିଅ ଜ୍ୟୋତି ସେହି ଗ୍ରାମର ଗୁରୁଜଣ୍ଟ ସିଂଙ୍କ ସହ ଲୁଛିକି ବିବାହ କରିଥିଲେ। ପରେ ଦୁଇ ପରିବାର ପକ୍ଷରୁ ପଞ୍ଚାୟତ ଡାକ୍ତି ଦୁଇଜଣଙ୍କ ଛାଡପତ୍ର କରିଦେଇଥିଲେ। ଜୁଲାଇ ୧୪ରେ ପୁଣି ଜ୍ୟୋତି ଗୁରୁଜଣ୍ଟଙ୍କ ଘରକୁ ଯାଇଥିଲେ। ଏହାଜାଣି ପିତା ଏବଂ ଭାଇ ତାଙ୍କ ତଣ୍ଟି ଚିପି ହତ୍ୟା କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ…

ଆନ୍ନାମଲାଇ ଦଳ ଛାଡିବା ପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା, କହିଲା ସେ ଦଳ ଛାଡିଲେ କିଛି…

ନୂଆଦିଲ୍ଲୀ,୫।୬: ତାମିଲନାଡୁ ଭାଜପାର ଅନ୍ୟତମ ପ୍ରମୁଖ ନେତା କେ. ଆନ୍ନାମଲାଇ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଦିନକର କଳ୍ପନାଜଳ୍ପନା ପରେ, ଭାଜପା ଶୁକ୍ରବାର ତାଙ୍କ ଇସ୍ତଫା…

ମହିଳାଙ୍କୁ ବଳାତ୍କାର: ଧରାପଡ଼ିଲେ ମୌଲାନା

କଟକ,୫।୬(ପ୍ରଭୁ କଲ୍ୟାଣ ପାଲ): ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜଗତପୁର ଥାନା ପୋଲିସ ଶୁକ୍ରବାର ଜଣେ ମୌଲାନାଙ୍କୁ ଗିରଫ କରିଛି। ସେ ହେଲେ ଏସ୍‌.କେ ନାଜମୁଲ ଆରଫିନ…

ଆଉ କାଗଜ ନୁହେଁ, ଭାରତରେ କାରବାର ହେବ ପ୍ଲାଷ୍ଟିକ ନୋଟ; ଆରବିଆଇ ଗଭର୍ନରଙ୍କ ବଡ଼ ଘୋଷଣା!

ନୂଆଦିଲ୍ଲୀ,୫।୬: ଆରବିଆଇ (RBI) ଗଭର୍ନର ସଞ୍ଜୟ ମଲହୋତ୍ରା ଘୋଷଣା କରିଛନ୍ତି ଯେ ଭାରତୀୟ ରିଜର୍ଭ ବ୍ୟାଙ୍କ ଦେଶରେ ‘ପଲିମର’ (Polymer) କରେନ୍ସି ନୋଟ ପ୍ରଚଳନ କରିବା ପ୍ରସ୍ତାବ…

ମାତ୍ର ୧୫ ବର୍ଷ ବୟସରେ ଏତିକି କୋଟି ଟଙ୍କାର ମାଲିକ ବୈଭବ ସୂର୍ଯ୍ୟବଂଶୀ: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୫।୬:ନିକଟରେ ଶେଷ ହୋଇଥିବା IPLରେ ଚମତ୍କାର ପ୍ରଦର୍ଶନ କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଥମୁନି ଚର୍ଚ୍ଚା। କେବଳ ଲୋକପ୍ରିୟତା ନୁହେଁ ବରଂ ବିଶ୍ୱର ସବୁଠାରୁ ବଡ଼ କ୍ରିକେଟ…

ସତନ୍ତ୍ର ସଘନ ସଂଶୋଧନରେ ଯାଇଥିବା ବିଏଲଓଙ୍କୁ ଠେଲାପେଲା କରିବା ଘଟଣା: ଜନସାଧାରଣଙ୍କୁ ଏମିତି ନିବେଦନ କଲା ଜିଲା ପ୍ରଶାସନ

ପାଟଣା,୫।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ସତନ୍ତ୍ର ସଘନ ସଂଶୋଧନ ଗୁରୁବାର ପୂର୍ବାହ୍ନରେ ଚାଲିଥିବାବେଳେ ବିଏଲଓ ସଦାନନ୍ଦ ସେଠୀଙ୍କୁ ଠେଲାପେଲା…

ପଞ୍ଚାୟତ ନିର୍ବାଚନ ପାଇଁ ୬ ମାସ ଥିବାବେଳେ ଅଣ୍ଟାଭିଡିଲେ ଏନଏସି ଯୁବମୋର୍ଚ୍ଚା: ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକୁ…

ଗଞ୍ଜାମ ,୫।୬(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସିର ଯୁବ ମୋର୍ଚ୍ଚାର ଏକ ସାଙ୍ଘଠନିକ ବୈଠକ ଦଳୀୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଏନଏସି ମଣ୍ଡଳ ସଭାପତି…

ଲାଞ୍ଚ ନେବା ବେଳେ ଧରାପଡ଼ିଲେ ଜୁନିଅର୍‌ ଆସିଷ୍ଟାଣ୍ଟ

ଭଦ୍ରକ,୫।୬(ସନାତନ ରାଉତ): ଏକ ଘରୋଇ ସ୍କୁଲକୁ ଏନ୍‌ଓସି ଦେବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଲେ ଭଦ୍ରକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri