ପ୍ରେମରେ ପଡ଼ିଛନ୍ତି ଦିଶା, ଏହି ବ୍ୟକ୍ତିଙ୍କୁ କରୁଛନ୍ତି ଡେଟ୍‌

ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ ଦିଶା ପଟାନି। ଟାଇଗର ଶ୍ରଫ୍‌ଙ୍କ ସହ ବ୍ରେକ୍‌ଅପ୍‌ ପରେ ଦିଶାଙ୍କୁ ମିଳିଯାଇଛି ନୂଆ ଜୀବନ ସାଥୀ। ଉଦୟପୁରରେ କ୍ରିତି ସାନନଙ୍କ ଭଉଣୀ ନୁପୁର ସେନ ଏବଂ ଷ୍ଟେବିନ ବେନଙ୍କ ବିବାହରେ ଦିଶା ଏବଂ ପଞ୍ଜାବୀ ଗାୟକ ତଲବିନ୍ଦର ସିଂହ ସିଦ୍ଧୁଙ୍କ ସହ ଅନ୍ତରଙ୍ଗ ଫଟୋ ଭାଇରାଲ ହୋଇଛି। କୁହାଯାଉଛି ଉଭୟ ପରସ୍ପରକୁ ଡେଟ୍‌ କରୁଛନ୍ତି। କିନ୍ତୁ ଦୁହେଁ ଏନେଇ କିଛି କହିନାହାନ୍ତି।

ତଲବିନ୍ଦର ସିଂହ ସିଦ୍ଧୁ ଜଣେ ପଞ୍ଜାବୀ ଗାୟକ, ସଙ୍ଗୀତ ପ୍ରଯୋଜକ ଏବଂ ଗୀତିକାର। ସେ ପଞ୍ଜାବୀ ସଙ୍ଗୀତ ଶିଳ୍ପର ସବୁଠାରୁ ଲୋକପ୍ରିୟ ସ୍ବାଧୀନ କଳାକାରମାନଙ୍କ ମଧ୍ୟରୁ ଜଣେ। ତଲବିନ୍ଦର ତାଙ୍କ ବ୍ୟକ୍ତିତ୍ୱକୁ ନେଇ ଏକ ରହସ୍ୟମୟ ଭାବନା ବଜାୟ ରଖନ୍ତି, ଏକ ସ୍ବତନ୍ତ୍ର ମୁହଁ ରଙ୍ଗ ସହିତ ସଙ୍ଗୀତ ପ୍ରଦର୍ଶନ କରନ୍ତି। ସେ ଏହାକୁ ବାରମ୍ବାର ଏକ କଳାତ୍ମକ ପସନ୍ଦ ଭାବରେ ବର୍ଣ୍ଣନା କରିଛନ୍ତି, ଯାହା ତାଙ୍କୁ ତାଙ୍କର ବ୍ୟକ୍ତିଗତ ଜୀବନକୁ ତାଙ୍କର ସାର୍ବଜନୀନ ପରିଚୟରୁ ପୃଥକ ରଖିବାରେ ସାହାଯ୍ୟ କରେ।

ନିକଟରେ ଦିଶା ରାଜସ୍ଥାନର ଉଦୟପୁରରେ ସାନନଙ୍କ ଭଉଣୀ ନୁପୁର ସାନନଙ୍କ ବିବାହରେ ଯୋଗ ଦେଇଥିଲେ। ବିବାହର ଅନେକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଦିଶା ଏବଂ ତଲବିନ୍ଦରଙ୍କ ଏକ କ୍ଲିପ ମଧ୍ୟ ରହିଛି। ଏଥିରେ ଉଭୟଙ୍କ ଅନ୍ତରଙ୍ଗ ଭାବେ ଦେଖିବାକୁ ମିଳିଛି। ପରେ ମୁମ୍ବାଇ ଯିବା ସମୟରେ ଦୁହେଁ ଉଦୟପୁର ବିମାନବନ୍ଦରରେ ଏକାଠି ଦେଖାଯାଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଫୋନରେ କଥା ହେଲେ ଜେଲେନସ୍କି-ମୋଦି: ହେଲା ଗୁରୁତ୍ୱପୂର୍ଣ୍ଣ ଆଲୋଚନା, ଯୁଦ୍ଧ ଶେଷ ପାଇଁ …

ନୂଆଦିଲ୍ଲୀ, ୯।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ସହ ଫୋନରେ କଥା ହୋଇଛନ୍ତି। ଏହି ଆଲୋଚନା ସମୟରେ ରାଷ୍ଟ୍ରପତି ଜେଲେନସ୍କି ୟୁକ୍ରେନରେ ଜାରି…

ପାଟଣା, ତୁରୁମୁଙ୍ଗା ଓ ଝାରବେଡ଼ାରେ କାଳୀପୂଜା

ପାଟଣା, ୯/୧୧ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ ଅନ୍ତର୍ଗତ ପାଟଣା, ତୁରୁମୁଙ୍ଗା ଓ ଝାରବେଡ଼ାରେ କାଳୀପୂଜା ଆୟୋଜିତ ହୋଇଛି। ପୂଜାମଣ୍ଡପରେ ଦେବୀ କାଳୀଙ୍କ…

ଭଞ୍ଜନଗରରେ ଜାତୀୟ ଆଇନ ସେବା ଦିବସ ପାଳିତ

ଭଞ୍ଜନଗର, ୯/୧୧ (ବାବୁଲା ପ୍ରଧାନ): ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ସୋମବାର ଅପରାହହ୍ନ ସ୍ଥାନୀୟ ବାର୍ ଆସୋସିଏଶନ୍‌ର ଲାଇବ୍ରେରୀ ହଲ୍‌ଠାରେ ଜାତୀୟ ଆଇନ ସେବା…

ଟାଟା ଏସି-ଅଟୋ ମୁହାଁମୁହିଁ ଧକ୍କା, ୮ ଗୁରୁତର

ହିଞ୍ଜିଳିକାଟୁ,୯।୧୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଆଲପୁର ଛକ ନିକଟରେ ସୋମବାର ଏକ ଟାଟା ଏସି ଏବଂ ଯାତ୍ରୀବାହୀ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ…

IPL ୨୦୨୭ ଟ୍ରେଡ୍‌କୁ ନେଇ ହଲଚଲ! ରାଜସ୍ଥାନ ରୟାଲ୍ସ ଛାଡିଦେବେ ବୈଭବ! ଅଶ୍ୱିନ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୯।୧୧: IPL ୨୦୨୭ ପାଇଁ ହେବାକୁ ଥିବା ଅକ୍ସନ ପୂର୍ବରୁ ସମ୍ଭାବ୍ୟ ଖେଳାଳି ଟ୍ରେଡ୍‌କୁ ନେଇ ଚର୍ଚ୍ଚା ଜୋର ଧରିଛି। ଅର୍ଶଦୀପ ସିଂହ ଏବଂ ହାର୍ଦ୍ଦିକ…

WTC ପଏଣ୍ଟ ଟେବୁଲରେ ବଦଳିଲା ସମୀକରଣ: ବାଂଲାଦେଶର ପରାଜୟରୁ ଭାରତକୁ ବଡ଼ ଫାଇଦା! ଜାଣନ୍ତୁ କେଉଁ ସ୍ଥାନରେ ଟିମ ଇଣ୍ଡିଆ

ନୂଆଦିଲ୍ଲୀ, ୯।୧୧: ୱେଷ୍ଟଇଣ୍ଡିଜ ଏବଂ ବାଂଲାଦେଶ ମଧ୍ୟରେ ଦୁଇଟି ଟେଷ୍ଟ ମ୍ୟାଚ ବିଶିଷ୍ଟ ସିରିଜ ଶେଷ ହୋଇଛି। ଏହି ସିରିଜକୁ ୱେଷ୍ଟଇଣ୍ଡିଜ ୧-୦ରେ ନିଜ ନାମରେ କରିଛି।…

ହସିନାଙ୍କ ସ୍ୱଦେଶ ଫେରିବା ଚର୍ଚ୍ଚା; ବଡ଼ କଥା କହିଲେ ବାଂଲାଦେଶ ସରକାର, ରାଜନୈତିକ…

ଢାକା,୯।୧୧: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନାଙ୍କ ସ୍ୱଦେଶ ଫେରିବା ନେଇ ଚାଲିଥିବା ଚର୍ଚ୍ଚା ଉପରେ ପ୍ରଶ୍ନ ଉଠାଇଛନ୍ତି ସରକାର । ହସିନାଙ୍କ ସାମ୍ପ୍ରତିକ କାର୍ଯ୍ୟକଳାପ କେବଳ…

ଶିବ ଦର୍ଶନ ଅଧାରେ ରହିଗଲା: ଭାଇଙ୍କ ମୃତ୍ୟୁ, ଭଉଣୀ ଗୁରୁତର

ଭଞ୍ଜନଗର, ୯/୧୧ (ବାବୁଲା ପ୍ରଧାନ): ଶିବ ମନ୍ଦିରରେ ଠାକୁର ଦର୍ଶନ କରିବାକୁ ଆସୁଥିବା ବେଳେ ଘଟିଲା ଅଘଟଣ। ମନ୍ଦିରଠାରୁ ମାତ୍ର ୫୦ ମିଟର ଦୂରରେ ବାଇକ୍ ଦୁର୍ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?