ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ

ମୁଜଫରନଗର, ୨୦।୫: ଉତ୍ତର ପ୍ରଦେଶର ମୁଜାଫରନଗରରେ ଏକ ଚାଞ୍ଜଲ୍ୟକର ଘଟଣା ଘଟିଛି। ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ପିଟପିଟି ହତ୍ୟା କରିଛନ୍ତି ସ୍ତ୍ରୀ। ହତ୍ୟାର ୧୫ ଦିନ ପରେ ଏକ ନାଳରୁ ପୋଲିସ ହରିଶ୍‌(୩୧)ଙ୍କ ମୃତଦେହ ଉଦ୍ଧାର କରିଛି। ଏହି ଘଟଣାରେ ପୋଲିସ ସ୍ତ୍ରୀ, ପ୍ରେମିକ ଏବଂ ଅନ୍ୟ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, ହରିଶ୍‌ଙ୍କ ସ୍ତ୍ରୀ ଶିବାନୀଙ୍କ ସମ୍ପର୍କ ଶିବୁ ନାମକ ଜଣେ ବ୍ୟକ୍ତିଙ୍କ ସହ ଥିଲା। ଏହାର ପ୍ରତିବାଦ କରିବାରୁ ହରିଶ୍‌ଙ୍କୁ ଜୀବନରୁ ପିଟିପିଟି ମାରିଦେଇଥିଲେ। ଏଥିରେ ଶିବାନୀଙ୍କୁ ସହାୟତା ଦେଇଥିଲେ ତାଙ୍କ ପ୍ରେମିକ ଏବଂ ଭିଣେଇ। ଘଟଣା ପରେ ହରିଶ୍‌ଙ୍କ ମା’ ଥାନାରେ ଏତଲା ଦେଇଥିଲେ। ପୋଲିସ ବହୁ ଖୋଜାଖୋଜି ପରେ ସ୍ଥାନୀୟ ଏକ ନାଳରୁ ହରିଶ୍‌ ମୃତଦେହ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

ସାନଖେମୁଣ୍ଡିରେ ବନ ବିଭାଗ ପ୍ରକଳ୍ପରୁ ସାମଗ୍ରୀ ଚୋରି: ପାଣି ମୋଟର-ସୋଲାର ପ୍ୟାନେଲ ଜବତ, ଜେଲ୍‌ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ପଞ୍ଚାୟତ ଅନ୍ତର୍ଗତ ସଅଁଢେପ ଗ୍ରାମର ଏକ ବନ ବିଭାଗ ଜଳାଶୟ ପ୍ରକଳ୍ପରୁ ବିଭିନ୍ନ ସାମଗ୍ରୀ ଚୋରି…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri