ପ୍ରେମିକା ଶିବାନୀଙ୍କ ହାତ ଧରିବେ ଫରହାନ୍‌

ବମ୍ବେ: କିଛି ଦିନ ଧରି ଶିବାନୀ ଦାଣ୍ଡେକରଙ୍କୁ ଡେଟ୍‌ କରିବା ପରେ ଏବେ ବିବାହ କରିବାକୁ ମନ ବଳାଇଲେଣି ଅଭିନେତା ଫରହାନ୍‌ ଅଖତର। ଚଳିତବର୍ଷ କିଛି ହାତଗଣତି ପ୍ରୋଜେକ୍ଟରେ କାମ ସରିବା ପରେ ସେ ବିବାହ କରିବେ। ବର୍ଷ ମଧ୍ୟଭାଗ ନଚେତ ଶେଷ ଆଡକୁ ଏହି ବିବାହ ହୋଇପାରେ। ଏଥିପାଇଁ ଏବେଠାରୁ ପ୍ରସ୍ତୁତି ପର୍ବ ମଧ୍ୟ ଆରମ୍ଭ ହୋଇଯାଇଥିବା ଶୁଣିବାକୁ ମିଳିଛି।

ଫର୍‌ହାନ ଶେଷ ଥରପାଇଁ ଫିଲ୍ମ ‘ଦ ସ୍କାଇ ଇଜ୍‌ ପିଙ୍କ’ରେ ନଜରକୁ ଆସିଥିଲେ। ଚଳଚ୍ଚିତ୍ରରେ ତାଙ୍କର ନାୟିକା ସାଜିଥିଲେ ପ୍ରିୟଙ୍କା ଚୋପ୍ରା। ଏବେ ସେ ଫିଲ୍ମ ‘ତୁଫାନ୍‌’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ୨୦୨୦ ଅକ୍ଟୋବର ୨ରେ ପରଦାକୁ ଆସିବ। ରିଲିଜ୍‌ ପରେ ଫରହାନ୍‌ ବିବାହ କରିପାରନ୍ତି। ତେବେ ବିବାହ ତାରିଖ ଫାଇନାଲ ହୋଇନଥିଲେ ହେଁ ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଧୁରନ୍ଧରକୁ ପଛରେ ପକାଇଲା ଫିଲ୍ମ ‘ହନୁମାନ ଅଂଶ’

ମୁମ୍ବାଇ: ଆଧ୍ୟାତ୍ମିକ ଗୁରୁ ନୀମ କରୋଲି ବାବାଙ୍କ ଜୀବନ ଏବଂ ଶିକ୍ଷା ଉପରେ ଆଧାରିତ ଫିଲ୍ମ ‘ହନୁମାନ ଅଂଶ’ ବକ୍ସ ଅଫିସରେ ୧୫୦ କୋଟିରୁ ଅଧିକ ଟଙ୍କା…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

ଭାରତ ସହ ସହଯୋଗ ବଢ଼ାଇବ ଇରାନ

ନୂଆଦିଲ୍ଲୀ,୯ା୯: ଆଞ୍ଚଳିକ ଉତ୍ତେଜନା ବୃଦ୍ଧି ଏବଂ ଆମେରିକାର କଟକଣା ନୀତିକୁ ନେଇ ଲାଗିରହିଥିବା ଅନିଶ୍ଚିତତା ସତ୍ତ୍ୱେ ଚାବହାର ବନ୍ଦରର ରଣନୀତିକ ମୂଲ୍ୟବୋଧ ଓ ଭାରତ ସହ ସମ୍ପର୍କ…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri