Posted inଜାତୀୟ

ପ୍ରେମିକାଙ୍କ ପାଇଁ ପ୍ରଶ୍ନପତ୍ର ଲିକ୍‌ କରି ଧରାପଡିଲେ ବିଏସପି ନେତା

ଆଲିଗଡ, ୨୮।୫: ପ୍ରେମିକାଙ୍କ ପାଇଁ ପ୍ରଶ୍ନପତ୍ର ଲିକ୍‌ କରି ପୋଲିସ ହାତରେ ଧରାପଡିଛନ୍ତି ବିଏସପି ନେତା ଫିରୋଜ ଆଲମ। ଉତ୍ତର ପ୍ରଦେଶର ଆଲିଗଡ ମୁସଲିମ ୟୁନିଭରସିଟି କର୍ମଚାରୀଙ୍କୁ ହାତ କରି ପ୍ରଶ୍ନପତ୍ର ଲିକ୍‌ କରିବାକୁ ଚାହୁଁଥିଲେ ବୋଲି ପୋଲିସ ଆଗରେ ସ୍ବୀକାର କରିଛନ୍ତି ଆଲମ। ସୂଚନାଯୋଗ୍ୟ, ବିଏସପିର ଜଣାଶୁଣା ନେତା ଆଲମଙ୍କ ପ୍ରେମିକା ଏମବିଏ କୋର୍ସ କରୁଛନ୍ତି। ତାଙ୍କୁ ସାହାଯ୍ୟ କରିବା ପାଇଁ ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ଯୋଗାଡ କରି ଦେବାକୁ ପ୍ରେମିକାଙ୍କ ଆଗରେ ପ୍ରତିଜ୍ଞା କରିଥିଲେ ଆଲମ। ପ୍ରଥମେ ଆଲମ ନିଜ ସାଙ୍ଗ ହାଇଦରଙ୍କ ସହ ମିଶି ଆଲିଗଡ ମୁସଲିମ ୟୁନିଭରସିଟ ଜଣେ କର୍ମଚାରୀଙ୍କୁ ସ୍ଥାୟୀ ନିଯୁକ୍ତି କରାଇଦେବା ଲୋଭ ଦେଖାଇ ପ୍ରଶ୍ନପତ୍ର ଆଣିବାକୁ କହିଥିଲେ। ଚାକିରୀ ସହ ପ୍ରତି ପେପର ପିଛା ୨ ଦୁଇ ଟଙ୍କା ଦେବୁ ବୋଲି ଉକ୍ତ କର୍ମଚାରୀଙ୍କୁ କହିଥିଲେ। ପୋଲିସ ଏନେଇ ସୁରାଗ ପାଇବା ପରେ ହାଇଦର ଏବଂ ଆଲମଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଇଚଇ…CVC ରିପୋର୍ଟରେ ବଡ଼ ଖୁଲାସା, ଦୁର୍ନୀତି ଅଭିଯୋଗରେ ଏହି ବିଭାଗ ଆଗରେ

ନୂଆଦିଲ୍ଲୀ,୨।୯: ସରକାରୀ ସଂସ୍ଥାଗୁଡ଼ିକରେ ଦୁର୍ନୀତି ନେଇ ଆସିଥିବା ଅଭିଯୋଗକୁ ନେଇ ବଡ଼ ତଥ୍ୟ ସାମ୍ନାକୁ ଆଣିଛି କେନ୍ଦ୍ରୀୟ ଭିଜିଲାନ୍ସ କମିଶନ୍ (CVC)। CVCର ବାର୍ଷିକ ରିପୋର୍ଟ ୨୦୨୫…

ଘରେ ସ୍ତ୍ରୀକୁ ପିଟିପିଟି ହତ୍ୟା, ଘଟଣାସ୍ଥଳରୁ ସ୍ବାମୀ ଫେରାର

ନୂଆଗାଁ,୨ା୯ (ଧନେଶ୍ୱର ସାହୁ): ନୟାଗଡ ଜିଲା ନୂଆଗାଁ ଥାନା ନୂଆଗାଁ ସଦର ପଂଚାୟତ କାଚପଲି ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ…

୧୮ ପ୍ରକାର ଯୁଦ୍ଧ ବିମାନ ଉଡ଼ାଇଥିବା ଏୟାର ମାର୍ଶଲଙ୍କ କାନ୍ଧରେ ଏବେ ରାମ ମନ୍ଦିର ପରିଚାଳନା ଭାର: ଜାଣନ୍ତୁ କିଏ ଏହି…

ଅଯୋଧ୍ୟା,୨।୯: ଶ୍ରୀରାମ ଜନ୍ମଭୂମି ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ କ୍ରମାଗତ ବୃଦ୍ଧି ପାଉଥିବା ଭିଡ଼ର ସୁପରିଚାଳନା ଏବଂ ଉଚ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥାକୁ ସୁଚାରୁରୂପେ ପରିଚାଳିତ କରିବା ପାଇଁ ଶ୍ରୀରାମ…

ବାୟୁସେନାରେ ଥିଲା ୧.୮୨ ଲକ୍ଷ ଦରମା! ଏବେ ରାମ ମନ୍ଦିର CEO ଭାବେ କେତେ ପ୍ୟାକେଜ୍ ପାଇବେ ଜିତେନ୍ଦ୍ର ମିଶ୍ରା?

ଅଯୋଧ୍ୟା,୨।୯: ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ମିଳିଛନ୍ତି ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)। ଭାରତୀୟ ବାୟୁସେନାର ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କୁ…

ଖସୁଛି ସୁନା ଦର, ମୁହଁ ମାଡ଼ି ପଡ଼ିଲା ରୂପା: ୬ ଦିନରେ ୧୧,୦୦୦ ଟଙ୍କା ଶସ୍ତା ହେଲା…

ନୂଆଦିଲ୍ଲୀ,୨।୯: ଦେଶର ରାଜଧାନୀ ଦିଲ୍ଲୀରେ ସୁନା ଏବଂ ରୂପା ମୂଲ୍ୟରେ କ୍ରମାଗତ ହ୍ରାସ ଦେଖିବାକୁ ମିଳୁଛି। ବିଶ୍ୱ ବଜାରରେ ମାନ୍ଦାବସ୍ଥା ଏବଂ ବିକ୍ରି ଚାପ ଯୋଗୁ ଦେଶୀୟ…

ଶାଢ଼ି ସେଣ୍ଟର ନାଁରେ ବଲାଙ୍ଗୀରରୁ ଗଞ୍ଜେଇ ଚାଲାଣ, ଆମାଜନ୍ ନାଁରେ ପାର୍ସଲ କରି ବିକୁଥିଲେ

ବଲାଙ୍ଗୀର,୨ା୯(ସୁନିଲ କୁମାର ମହାନ୍ତି): ସମ୍ବଲପୁରୀ ଶାଢ଼ି ସେଣ୍ଟର ନାଁରେ କୋରିଅରରେ ଚାଲିଥିଲା ଗଞ୍ଜେଇ ଚାଲାଣ । ମାଡ଼ିବସିଲା ବଲାଙ୍ଗୀର ପୋଲିସ । ଅନଲାଇନରେ ଦିଲ୍ଲୀ, ଗଜିଆବାଦ ପରି…

ପୋଡ଼ମପେଟା ସମୁଦ୍ର ବେଳାଭୂମିରେ ରହସ୍ୟମୟ ଦଧିନଉତି, ସ୍ଥାନୀୟ ଲୋକେ କହୁଛନ୍ତି….

ଗଞ୍ଜାମ,୨।୯ (ବିଦ୍ୟାଧର ସାହୁ ): ସମୁଦ୍ର ବେଳାଭୂମିରେ ଦେଖାଯାଉଛି ଏକ ମନ୍ଦିରର ଦଧିନଉତି । ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୁରୁଣା ପୋଡ଼ମପେଟା ସମୁଦ୍ର ବେଳାଭୂମିରେ…

ମୋବାଇଲ୍ ଟାୱାର ଚଢ଼ି ଆତ୍ମହତ୍ୟା ଧମକ ଦେଲେ ଯୁବକ, ପ୍ରେମିକାକୁ ଭାଇମାନେ….

ଦେବଗଡ,୨।୯(ଶଶାଙ୍କ ଶେଖର ଝାଙ୍କର): ମୋବାଇଲ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଧମକ । ବାରକୋଟ ଥାନା ଝୁମ୍ପୁରା ଗାଁରୁ ଏହି ଘଟଣା ସାମ୍ନାକୁ ଆସିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri