Posted inଖେଳ

ପ୍ରୋ-କବାଡ଼ି ଲିଗ୍‌ ବେଙ୍ଗଲକୁ ହରାଇଲା ହରିୟାଣା

ନୂଆଦିଲ୍ଲୀ, ୨୭ା୮ (ପି.ଟି.)- ପ୍ରୋ-କବାଡ଼ି ଲିଗ୍‌ (ପିକେଏଲ୍‌) ସିଜନ ୭ରେ ସୋମବାର ହରିୟାଣା ଷ୍ଟିଲର୍ସ ୩୬-୩୩ରେ ବେଙ୍ଗଲ ଓ୍ବାରିୟର୍ସକୁ ପରାସ୍ତ କରିଛି। ମ୍ୟାଚରେ ବିଜୟୀ ଦଳର ଷ୍ଟାର ଖେଳାଳି ଥିଲେ ବିକାଶ କାଣ୍ଡୋଲା। ସେ ୧୧ ପଏଣ୍ଟ ସ୍କୋର କରିଥିଲେ। ପିକେଏଲ କ୍ୟାରିୟରରେ ଏହା ଥିଲା ତାଙ୍କର ୧୦ମ ସୁପର -୧୦। ଥ୍ୟାଗରାଜା ସ୍ପୋଟର୍‌ସ କମ୍ପ୍ଲେକ୍ସଠାରେ ସୋମବାର ଖେଳାଯାଇଥିବା ଦ୍ୱିତୀୟ ମ୍ୟାଚରେ ପୁନେରୀ ପଲ୍‌ଟନ ବିପକ୍ଷରେ ୟୁପି ଯୋଦ୍ଧା ୩୫-୩୦ରେ ବିଜୟ ଲାଭ କରିଛି। ହରିୟାଣା ଦଳର ଏହାଥିଲା ୬ଷ୍ଟ ବିଜୟ। ଦଳ ବର୍ତ୍ତମାନ ୩୧ ପଏଣ୍ଟ ସହ ପଏଣ୍ଟ ଟେବୁଲର ୫ମ ସ୍ଥାନ ଅଧିକାର କରିଛି। ହରିୟାଣା ଏହାର ପରବର୍ତ୍ତୀ ମ୍ୟାଚ ଅଗଷ୍ଟ ୨୮ରେ ଗୁଜରାଟ ଫର୍ଚୁନ ବିପକ୍ଷରେ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୭୫ ବର୍ଷ ପରେ ଘଟିଲା ଏମିତି: ଏସିଆନ ଗେମ୍ସରେ ଚମତ୍କାର କଲା ଭାରତୀୟ ମହିଳା ଟିମ୍‌

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ତୀରନ୍ଦାଜୀର ମହିଳା ରିକର୍ଭ ଟିମ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୫-୩ରେ…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?