Posted inଖେଳ

ପ୍ରୋ କବାଡ଼ି: ଷ୍ଟିଲର୍ସକୁ ହରାଇଲା ପାନ୍ଥର୍ସ

ମୁମ୍ବାଇ, ୧।୮(ପି.ଟି.)- ଅଧିନାୟକ ଦୀପକ ହୁଦାଙ୍କ ଚମତ୍କାର ପ୍ରଦର୍ଶନ ବଳରେ ଜୟପୁର ପିଙ୍କ୍‌ ପାନ୍ଥର୍ସ ଚଳିତ ପ୍ରୋ କବାଡ଼ି ଲିଗ୍‌ରେ ବିଜୟ ଅଭିଯାନ ଜାରି ରଖିଛି। ବୁଧବାର ଅନୁଷ୍ଠିତ ମ୍ୟାଚରେ ଏହି ଦଳ ହରିୟାଣା ଷ୍ଟିଲର୍ସକୁ ୩୭-୨୧ ପଏଣ୍ଟରେ ପରାସ୍ତ କରିଛି। ଚଳିତ ଲିଗ୍‌ରେ ଜୟପୁର ଦଳର ୩ ମ୍ୟାଚରୁ ଏହା ୩ୟ ବିଜୟ। ଦ୍ୱିତୀୟାର୍ଦ୍ଧରେ ପ୍ରତିପକ୍ଷ ଦଳକୁ ୨ ଥର ଅଲ୍‌-ଆଉଟ କରି ପାନ୍ଥର୍ସ ମ୍ୟାଚକୁ ନିଜ ନିୟନ୍ତ୍ରଣକୁ ନେଇ ଆସିଥିଲା। ତାରକା ପ୍ରଦର୍ଶନକାରୀଭାବେ ହୁଦା ସର୍ବାଧିକ ୧୪ ପଏଣ୍ଟ ହାସଲ କରିଥିଲେ। ସନ୍ଦିପ ଧୁଲ ୬ ଓ ବିଶାଲ ୪ ପଏଣ୍ଟ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?