ପ୍ରୋଗ୍ରାମ ଅଧିକାରୀ ବହିଷ୍କୃତ

ନୟାଗଡ଼ ଅଫିସ,୧୬।୧୧: ନୟାଗଡ଼ ଜିଲା ସମାଜ ମଙ୍ଗଳ କାର୍ଯ୍ୟାଳୟରେ କାର୍ଯ୍ୟରତ ପ୍ରୋଗ୍ରାମ ଅଧିକାରୀ ଚୂଡ଼ାମଣି ମୁର୍ମୁଙ୍କୁ ବିଭାଗୀୟ ପ୍ରମୁଖ ସଚିବ ବହିଷ୍କୃତ କରିଛନ୍ତି। ଗତ ୬ ତାରିଖରେ ବହିଷ୍କୃତ କରାଯାଇଥିବା ନେଇ ଜିଲା ସମାଜ ମଙ୍ଗଳ ଅଧିକାରୀ ଭୁଲେଶ୍ୱର କଅଁର ସୂଚନା ଦେଇଛନ୍ତି। ପ୍ରକାଶ ଯେ, ଚୂଡ଼ାମଣି କାର୍ଯ୍ୟାଳୟରେ ପ୍ରୋଗ୍ରାମ ଅଫିସର ଥିବା ସହିତ ଓଡ଼ଗାଁ ବ୍ଲକର ସିଡିପିଓ ଭାବେ ଦାୟିତ୍ୱରେ ଥିଲେ। କିଛିବର୍ଷ ତଳେ ସେ ଢେଙ୍କାନାଳ ଜିଲା କଙ୍କଡାହାଡରେ କାର୍ଯ୍ୟ କରୁଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଏହି କାରଣରୁ ଚୂଡ଼ାମଣିଙ୍କୁ ବହିଷ୍କୃତ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri