ପ୍ଲାଷ୍ଟିକ ମୁକ୍ତ ଭାରତ ଗଠନରେ ତାମିଲନାଡୁ ଇଞ୍ଜିନିୟରିଂ ଛାତ୍ରଙ୍କ ସଚେତନତା ପଦଯାତ୍ରା

ଭୋଗରାଇ, ୨।୯(ଡ଼ି.ଏନ୍‌.ଏ.): ତାମିଲନାଡୁ ମେକାନିକାଲ ଇଞ୍ଜିନିୟରିଂର ଛାତ୍ର ଇନସନଇବେଲ ଜୋଶେଫ ରାଜ ପ୍ଲାଷ୍ଟିକ ମୁକ୍ତ ଭାରତ ଗଠନ ପାଇଁ ଅଣ୍ଟା ଭିଡିଛନ୍ତି। ଏଥିପାଇଁ ସେ ଏକ ସଚେତନତା ବାର୍ତ୍ତା ନେଇ ପଶ୍ଚିମବଙ୍ଗ ହାୱଡ଼ାରୁ ୧୮୦ କିଲୋମିଟର ପଦଯାତ୍ରା କରି ସୋମବାର ବାଲେଶ୍ୱର ଜିଲା ଭୋଗରାଇରେ ପହଞ୍ଚିଛନ୍ତି। ପଦଯାତ୍ରା ବେଳେ ସେ ବିଭିନ୍ନ ସ୍ଥାନରେ ଅଟକି ଦୋକାନ ବଜାର, ରାସ୍ତାଘାଟରେ ଲୋକଙ୍କୁ ପ୍ଲାଷ୍ଟିକ ବ୍ୟବହାରର ଭୟାବହତା ବିଷୟରେ ସଚେତନତା କରିଛନ୍ତି। ଏଥିସହ ଓଡ଼ିଶାରୁ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ତାମିଲନାଡୁ, ପଣ୍ଡିଚେରୀ, କେରଳ, କର୍ନାଟକ, ଗୁଜୁରାଟ ଆଦି ରାଜ୍ୟ ବୁଲି  ଲୋକଙ୍କୁ ସଚେତନତା କରାଇବେ ବୋଲି କହିଛନ୍ତି। ଅନ୍ୟପଟେ ତାଙ୍କର ଏହି ଦୁଃସାହସିକ ଓ ମହତ ପ୍ରୟାସକୁ ସାଧାରଣରେ ବେଶ୍‌ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri